ନୂଆଦିଲ୍ଲୀ: ଜମ୍ମୁ କଶ୍ମୀରରେ ପୁଣି ଥରେ ଧାରା ୩୭୦ ଲାଗୁ ହେବା ଦରକାର। ଏହି ଆଇନ୍ ଉଚ୍ଛେଦ ପରେ ଶାନ୍ତି ଫେରିବ, ଆତଙ୍କବାଦୀ ଅନୁପ୍ରବେଶ କମିବ ବୋଲି ସରକାର କହିଥିଲେ। ବର୍ଷେ ପରେ ବି କିନ୍ତୁ ସମାନ ସ୍ଥିତି ଜାରି ରହିଛି। ତେଣୁ ଏହାର ସମାଧାନ ପାଇଁ ଯେଉଁ ସବୁ ଆଇନ୍ ହଟାଇଛନ୍ତି ସରକାର, ସମସ୍ତ ଆଇନ ପୁଣିଥରେ ସରକାର ଲାଗୁ କରିବା ଦରକାର। ଶ୍ରୀନଦର ସାଂସଦ ତଥା ନ୍ୟାଶନାଲ କନଫରେନସର ନେତା ଫାରୁକ ଅବଦୁଲ୍ଲା ଲୋକସଭାରେ ଏଭଳି ମତ ରଖିଛନ୍ତି। ଏଥିସହ ଜମ୍ମୁ କଶ୍ମୀରକୁ ପୂର୍ଣ୍ନ ରାଜ୍ୟର ମାନ୍ୟତା ଦେବା ଦରକାର ବୋଲି ସେ କହିଛନ୍ତି।
ସରକାର ୫ ଅଗଷ୍ଟ ୨୦୧୯ରେ ଜମ୍ମୁ କଶ୍ମୀର ଏବଂ ଲଦାଖରୁ ଧାରା ୩୭୦ ହଟାଇ ଦୁଇଟି କେନ୍ଦ୍ର ଶାସିତ ଅଞ୍ଚଳରେ ପରିଣତ କରିଛନ୍ତି। ସରକାର ହଟାଇବା ବେଳେ ଯାହା କହିଥିଲେ ତାହା ଏଯାବତ ହୋଇନାହିଁ। ତେଣୁ ପୁଣିଥରେ ଧାରା ୩୭୦ ଲାଗୁ କରିବା ଦରକାର ବୋଲି ଯୁକ୍ତି ବାଢ଼ିଛନ୍ତି।
ଏହାକୁ ନେଇ ଶନିବାର ମଧ୍ୟ ଲୋକସଭାରେ ମତ ରଖିଥିଲେ ଫାରୁକ। ଯେତେବଳେ ସାରା ଦେଶ 4ଜି ଇଣ୍ଟରନେଟ୍ ସେବାର ମଜା ନେଉଛି ସେତେବେଳେ ଜମ୍ମୁ କଶ୍ମୀରର ଲୋକେ ବହୁତ୍ କମ୍ ସ୍ପୀଡର ଇଣ୍ଟରନେଟ ବ୍ୟବହାର କରୁଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ରସଂଘ ନିର୍ବାଚନରେ NSUIର ବାଜିମାତ
ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ଅଧ୍ୟକ୍ଷ ଓ ଯୁଗ୍ମ ସମ୍ପାଦକ ପଦ ଜିତିଲା ଏନଏସୟୁଆଇ। ଉପାଧ୍ୟକ୍ଷ ଓ ସଚିବ ପଦରେ ଏବିଭିପିର ବିଜୟ।
National
ଦିଲ୍ଲୀ ପ୍ରଦୂଷଣ: ସ୍କୁଲ ଖୋଲିବା ଉପରେ CAQM ନେବ ନିଷ୍ପତ୍ତି, ଶ୍ରମିକଙ୍କୁ ମିଳୁ ଭତ୍ତା
ବାୟୁ ପ୍ରଦୂଷଣ ଭିତରେ ଦିଲ୍ଲୀରେ ସ୍କୁଲ ଖୋଲିବା ନିଷ୍ପତ୍ତି ବାୟୁ ଗୁଣବତ୍ତା ପରିଚାଳନା ଆୟୋଗ (CAQM) ଉପରେ ଛାଡ଼ିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। ନିର୍ମାଣ କାର୍ଯ୍ୟ ବନ୍ଦ ଥିବାରୁ ଶ୍ରମିକମାନଙ୍କୁ ଭତ୍ତା ପ୍ରଦାନ କରିବାକୁ ନିର୍ଦ୍ଦେଶ।
National
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ସମ୍ବିଧାନରୁ ହଟିବନି 'ସମାଜବାଦୀ' ଓ 'ଧର୍ମନିରପେକ୍ଷ' ଶବ୍ଦ
ସମ୍ବିଧାନରୁ 'ସମାଜବାଦୀ' ଓ 'ଧର୍ମନିରପେକ୍ଷ' ଶବ୍ଦ ହଟାଇବା ପାଇଁ ହୋଇଥିବା ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ। ୧୯୭୬ ମସିହାରେ ସମ୍ବିଧାନ ସଂଶୋଧନ ଜରିଆରେ ଏହି ଶବ୍ଦ ଯୋଡ଼ାଯାଇଥିଲା।
Business
ଆଦାନୀ ଗ୍ରୁପ୍ ଦାନକୁ ବି ନା; ୧୦୦ କୋଟି ଟଙ୍କା ଫେରାଇବେ ତେଲାଙ୍ଗାନା ସରକାର
ୟଙ୍ଗ ଇଣ୍ଡିଆ ସ୍କିଲ୍ସ ୟୁନିଭରସିଟି ପାଇଁ ଆଦାନୀ ଗ୍ରୁପ୍ ତେଲାଙ୍ଗାନାକୁ ୧୦୦କୋଟି ଟଙ୍କା ଦାନ କରିଥିଲେ।
National
ଦିଲ୍ଲୀ ପ୍ରଦୂଷଣ; ଚେକ୍ ପୋଷ୍ଟରେ ଜଗୁନି ପୁଲିସ, ତାତିଲେ ସୁପ୍ରିମକୋର୍ଟ
ଦିଲ୍ଲୀରେ ବାୟୁ ପ୍ରଦୂଷଣକୁ ରୋକିବା ଲାଗି ନିର୍ମାଣ କାର୍ଯ୍ୟ ଠାରୁ ଆରମ୍ଭ କରି ସହରରେ ଗାଡ଼ି ଚଳାଚଳ ଉପରେ ମଧ୍ୟ କଟକଣା ଲାଗିଛି। ହେଲେ ଏସବୁକୁ ତଦାରଖ କରିବା ପାଇଁ ସହରର ଚେକ୍ ପୋଷ୍ଟରେ ନାହାନ୍ତି ପୁଲିସ ଅଧିକାରୀ।