ନୂଆଦିଲ୍ଲୀ: ମଣିପୁରରେ ଆତଙ୍କବାଦୀ ଆକ୍ରମଣର ସେନାର ୧୮ ଜଣ ଯବାନ ସହିଦ ହେବାର ତିନି ଦିନ ପରେ ରବିବାର ଅରୁଣାଚଳ ପ୍ରଦେଶରେ ସେନା ଉପରେ ହୋଇଛି ଆତଙ୍କବାଦୀ ଆକ୍ରମଣ। ଏଥିରେ କୌଣସି ଯବାନ ହତାହତ ହୋଇନାହାନ୍ତି। ମଣିପୁରରେ ଯବାନଙ୍କ ଉପରେ ଆକ୍ରମଣ କରିଥିବା ଆତଙ୍କବାଦୀମାନେ ଏଥିରେ ମଧ୍ୟ ସଂପୃକ୍ତ ଥିବା ସନ୍ଦେହ କରାଯାଉଛି।
ରବିବାର ଭୋର ପ୍ରାୟ ସାଢେ ତିନିଟା ବେଳେ ଅରୁଣାଚଳ ପ୍ରଦେଶର ତିରପ ଜିଲ୍ଲା ଅନ୍ତର୍ଗତ ଲାଜୁରେ ଆସାମ ରାଇଫଲର ଏକ କ୍ୟାମ୍ପ୍ ଉପରେ ୩୫ରୁ ୪୦ ଜଣ ଆତଙ୍କବାଦୀ ଆକ୍ରମଣ କରିଥିଲେ। ତେବେ କ୍ୟାମ୍ପରେ ଉପସ୍ଥିତ ଯବାନମାନେ ତତକ୍ଷଣାତ୍ ଜୋରଦାର ଗୁଳିଚାଳନା କରିବା ଯୋଗୁ ଆତଙ୍କବାଦୀମାନେ ପଛଘୁଞ୍ଚା ଦେଇଥିଲେ। ଘଟଣାସ୍ଥଳରୁ ଯବାନମାନେ ଏକେ -୪୭ର ୫୦ରୁ ଅଧିକ କ୍ୟାଟ୍ରିଜ୍ ଜବତ କରିଛନ୍ତି। ଆତଙ୍କବାଦୀମାନଙ୍କୁ ଧରିବାକୁ ଉକ୍ତ ସ୍ଥାନ ତଥା ଏହାର ଆଖପାଖ ଅଞ୍ଚଳରେ ସେନା ପକ୍ଷରୁ ସର୍ଚ୍ଚ ଅପରେସନ୍ କରାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।