ନୂଆଦିଲ୍ଲୀ: ନିକଟରେ ଉତ୍ତର ପୂର୍ବ ଦିଲ୍ଲୀରେ ହୋଇଥିବା ହିଂସା ପାଇଁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ ହୋଲି ପାଳିବେ ନାହିଁ। ବୁଧବାର ଏ ନେଇ ମୁଖ୍ୟମନ୍ତ୍ରୀ କେଜ୍ରିଓ୍ୱାଲ ସାମ୍ୱାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି।ଖାଲି କେଜ୍ରିଓ୍ୱାଲ ନୁହଁନ୍ତି ତାଙ୍କ ନେତୃତ୍ୱାଧୀନ ଆମ୍ ଆଦମୀ ପାର୍ଟିର ଦଳୀୟ ବିଧାୟକ ଏବଂ କର୍ମୀ ମାନେ ମଧ୍ୟ ହୋଲି ପାଳିବେ ନାହିଁ। ଉତ୍ତର ପୂର୍ବ ଦିଲ୍ଲୀରେ ହୋଇଥିବା ହିଂସାରେ ୪୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦୦ରୁ ଅଧିକ ଆହତ ହୋଇଛନ୍ତି।
କେଜ୍ରିଓ୍ୱାଲଙ୍କ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ହୋଲି ପାଳିବେ ନାହିଁ ବୋଲି କହିଛନ୍ତି। କରୋନା ଭାଇରସ ପାଇଁ ଏକାଠି ନହେବାକୁ ବିଶେଷଜ୍ଞ ପରାମର୍ଶ ଦେଇଛନ୍ତି। ଏହାକୁ ନଜରରେ ରଖି ପ୍ରଧାନମନ୍ତ୍ରୀ ମୋଦୀ ହୋଲି ମିଳନ କାର୍ଯ୍ୟକ୍ରମରେ ସାମିଲ୍ ହେବେ ନାହିଁ ବୋଲି କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଏନ୍କାଉଣ୍ଟର, ଟଳିଲେ ୩ ନକ୍ସଲ
ଏହି ଏନକାଉଣ୍ଟରରେ DVCM ସ୍ତରର ନକ୍ସଲମାନଙ୍କୁ ହତ୍ୟା କରାଯାଇଥିବା ଖବର ରହିଛି।
National
କାଲିଠୁ ମହାକୁମ୍ଭ ମେଳା, ଜମିଲାଣି ସାଧୁ ସନ୍ଥଙ୍କ ଭିଡ଼
ଦେଶର ସମସ୍ତ ପ୍ରମୁଖ ଆଖଡ଼ାରୁ ସାଧୁ ସନ୍ଥ ପହଞ୍ଚି ସାରିଲେଣି। ଆସନ୍ତାକାଲି ପୌଷ ପୂର୍ଣ୍ଣିମା ଓ ମକର ସଂକ୍ରାନ୍ତି। ଏହି ଦୁଇ ଦିନ ହେବ ସାହି ସ୍ନାନ।
National
୨୦ରେ ଟ୍ରମ୍ପଙ୍କ ଶପଥ, ଯୋଗ ଦେବେ ଜୟଶଙ୍କର
ଟ୍ରମ୍ପଙ୍କ ଶପଥ ସମାରୋହରେ ଭାରତ ପକ୍ଷରୁ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଅଂଶଗ୍ରହଣ କରିବେ।
National
ରାତି ସାରା ଷ୍ଟୋଭ୍ରେ ବସିଥିଲା ଛୋଲେ, ସକାଳୁ ଚାଲିଗଲା ଦୁଇ ଜୀବନ
ଶ୍ୱାସରୁଦ୍ଧ ହୋଇ ଦୁଇ ଯୁବକଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି।
Science & Environment
ସ୍ପେସ ଡକିଂ କ୍ଷେତ୍ରରେ ଇତିହାସ ରଚିବ ଇସ୍ରୋ, ୩ ମିଟର ଟ୍ରାଏଲ୍ ସଫଳ
ରାତି ୨ଟା ବେଳେ ୨ଟି ଉପଗ୍ରହ ମଧ୍ୟରେ ଦୂରତା ୧୦୫ ମିଟର ଥିଲା।