ନୂଆଦିଲ୍ଲୀ: ନିକଟରେ କେରଳରେ ପୌରାଞ୍ଚଳ ନିର୍ବାଚନ ହୋଇଛି। ଏହି ନିର୍ବାଚନରେ ଥିରୁଅନନ୍ତପୁରମର ମୁଦଭାନମୁଗଲ ଓ୍ୱାର୍ଡରୁ କାଉନସିଲର ଭାବେ ବିଜୟୀ ହୋଇଥିବା ୨୧ ବର୍ଷୀୟ କାଉନସିଲର ଆର୍ଯ୍ୟା ରାଜେନ୍ଦ୍ରନ୍ ମେୟର ହୋଇପାରନ୍ତି। ଯାହାକି ଜାତୀୟ ସ୍ତରର ଏକ ରେକର୍ଡ ହେବ।
୨୧ ବର୍ଷୀୟ ଏହି ଯୁବତୀ ଜଣଙ୍କ କଲେଜର ଛାତ୍ରୀ। ସେ କେରଳର ମୁଦଭାନମୁଗଲ ଓ୍ୱାର୍ଡରୁ କାଉନସିଲର ଭାବରେ ନିର୍ବାଚିତ ହୋଇଛନ୍ତି। ସିପିଏମର ଏହି କାଉନସିଲର ମେୟର ହେବା ଏକ ପ୍ରକାର ଚୂଡ଼ାନ୍ତ ହୋଇଛି। ହେଲେ ସିପିଏମର କେରଳ ନେତୃତ୍ୱ ଏ ବାବଦରେ ଚୂଡ଼ାନ୍ତ ନିଷ୍ପତ୍ତି ନେବେ ବୋଲି ସୂଚନା ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।