ଇମ୍ଫାଲ୍: ଇମ୍ଫାଲ୍ ଜିଲ୍ଲାର ଖୁମାନ୍ ଲମ୍ପକରେ ଥିବା ସେନା କ୍ୟାମ୍ପ୍ ଉପରେ ଅଜ୍ଞାତ ଆତଙ୍କୀଙ୍କ ବୋମା ମାଡ଼ରେ ଆସାମ ରାଇଫଲର ଜଣେ ଯବାନଙ୍କ ମୃତ୍ୟୁ ଘଟିଛି। ବସ୍ଫୋରଣରେ ୩ ଜଣ ଯବାନ ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।
ଆସାମ୍ ରାଇଫଲ୍ ଓ ମଣିପୁର ପୋଲିସ୍ ଘଟଣା ସ୍ଥଳରେ ପହଞ୍ଚି ସର୍ଚ୍ଚ ଅପରେସନ ଆରମ୍ଭ କରିଛନ୍ତି। ଏହି ଆକ୍ରମଣ ଲାଗି କୌଣସି ସଙ୍ଗଠନ ନିଜକୁ ଦାୟୀ କରିନାହାନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଗୋରୁ ଚରାଉଥିବା ବେଳେ ୫ ମହିଳାଙ୍କୁ ଦଳିଦେଲା କାର୍
କାର୍ ଧକ୍କାରେ ପ୍ରାଣ ହରାଇଥିବା ସମସ୍ତ ମହିଳାଙ୍କ ବୟସ ୫୦ ବର୍ଷରୁ ଅଧିକ। ସେମାନେ ରାସ୍ତା କଡ଼ରେ ନିଜର ଗୋରୁଙ୍କୁ ଚରାଉଥିବା ବେଳେ ଏଭଳି ଘଟଣା ଘଟିଛି।
National
ଫାର୍ମା କମ୍ପାନୀର ଲ୍ୟାବରୁ ବିଷାକ୍ତ ଗ୍ୟାସ୍ ଲିକ: ଜଣେ ମୃତ, ୮ ହସ୍ପିଟାଲରେ ଭର୍ତ୍ତି
ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଲୋକମାନେ ଶ୍ୱାସକ୍ରିୟାରେ ସମସ୍ୟା ଅନୁଭବ କରୁଥିବା ଜଣାପଡ଼ିଛି।
National
ଦୁଇ ମଦୁଆ, ୨ ବିଚାରପତି ଓ ମଝି ଆକାଶରେ ହାଇଡ୍ରାମା
ରବିବାର ରାତିରେ ସେମାନେ ବିମାନରେ ବସିଥିବା ବେଳେ ସୋମବାର ସକାଳେ ସେମାନଙ୍କୁ ଏକାଧିକ ମାମଲାର ଶୁଣାଣି କରିବାର ଥିଲା।
Politics
କିଏ ହେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ? ମୋଦିଙ୍କ କୋର୍ଟକୁ ବଲ ଫିଙ୍ଗିଲେ ଏକନାଥ ସିନ୍ଦେ
ବିଜେପି ହାଇକମାଣ୍ଡଙ୍କ କଥା ସିନ୍ଦେ ମାନିବେ ବୋଲି କହି ସାରିଥିବାରୁ ଦେବେନ୍ଦ୍ର ଫଡନାଭିସ ମୁଖ୍ୟମନ୍ତ୍ରୀ ହେବା ଏକପ୍ରକାରର ସ୍ପଷ୍ଟ ହୋଇସାରିଛି।
Politics
ହଜମ ହେଉନି ପରାଜୟ, EVM ହଟାଅ ଅଭିଯାନ ଆରମ୍ଭ କରିବେ ବିରୋଧୀ!
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିଜେପି, ଶିବସେନା ଓ ଏନସିପିକୁ ନେଇ ଗଠିତ ମହାୟୁତିର ବିଜୟ ହୋଇଛି। ହେଲେ ଏହାକୁ ଆରମ୍ଭରୁ ହିଁ ବିରୋଧୀ ଏମଭିଏ ବିରୋଧ କରି ଆସୁଛି।