ନୂଆଦିଲ୍ଲୀ: କେନ୍ଦ୍ର ମନ୍ତ୍ରୀମଣ୍ଡଳ ଅଦଳବଦଳ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅବସାନ ଘଟିଛି। ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟର ସମ୍ପ୍ରସାରଣ ହେବାକୁ ଯାଉଛି। ଆସନ୍ତାକାଲି ସକାଳ ୧୧ଟା ବେଳେ ରାଷ୍ଟ୍ରପତି ଭବନରେ ମୋଦି ସରକାରର ସମ୍ପ୍ରସାରଣ ହେବ ବୋଲି ପିଆଇବି ମହାନିର୍ଦ୍ଦେଶକ ଫ୍ରାଙ୍କ ନୋରୋହ୍ନା ସୂଚନା ଦେଇଛନ୍ତି।
ଏହି ସମ୍ପ୍ରସାରଣରେ କିଛି ମନ୍ତ୍ରୀଙ୍କୁ ବାଦ୍ ଦିଆଯିବା ସହ ଅନ୍ୟ କିଛି ରାଷ୍ଟ୍ରମନ୍ତ୍ରୀଙ୍କୁ କ୍ୟାବିନେଟ ପାହ୍ୟାକୁ ପଦୋନ୍ନତି ଦିଆଯାଇପାରେ। କିଛି ନୂଆ ମୁହଁଙ୍କୁ ମନ୍ତ୍ରୀମଣ୍ଡଳରେ ସାମିଲ କରାଯିବାର ସମ୍ଭାବନା ରହିଛି। ଆଗକୁ ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ ଓ ପଞ୍ଜାବରେ ବିଧାନସଭା ନିର୍ବାଚନ ହେବାକୁ ଥିବାରୁ ଏହି ୩ ରାଜ୍ୟରୁ କିଛି ସାଂସଦଙ୍କୁ ମନ୍ତ୍ରୀମଣ୍ଡଳରେ ସାମିଲ କରାଯିବା ନେଇ ଚର୍ଚ୍ଚା ହେଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପ୍ଲାଟଫର୍ମରେ ଶୋଉଥିଲା, ଟ୍ରେନରେ ଦୁଷ୍କର୍ମ ପରେ ମାରୁଥିଲା
ଅଭିଯୁକ୍ତ ଜଣକ ବିଭିନ୍ନ ଷ୍ଟେସନର ପ୍ଲାଟଫର୍ମରେ ଶୋଉଥିଲା। ସୁବିଧା ଦେଖି ବିଭିନ୍ନ ଟ୍ରେନରେ ଚଢ଼ୁଥିଲା। ଏହି ସମୟରେ ଏକାକୀ ଯାତ୍ରା କରୁଥିବା ଲୋକଙ୍କୁ ସେ ଟାର୍ଗେଟ କରୁଥିଲା।
Crime
ଗଣଦୁଷ୍କର୍ମ ପରେ ନର୍ସଙ୍କ ଗୁପ୍ତାଙ୍ଗରେ ଲଙ୍କା ଗୁଣ୍ତ ଓ ବାଡ଼ି ଭର୍ତ୍ତି କରିଦେଲେ!
ନର୍ସଙ୍କ ଗୁପ୍ତାଙ୍ଗରେ ସେମାନେ ଲଙ୍କା ଗୁଣ୍ଡ ଓ ବାଡ଼ି ପୂରାଇ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି।
Politics
ମହାରାଷ୍ଟ୍ର ବିପର୍ଯ୍ୟୟ ପାଇଁ କଂଗ୍ରେସକୁ ଦାୟୀ କଲା ଟିମ ଠାକରେ
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିରୋଧୀ ମେଣ୍ଟ ଏମଭିଏର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ କଂଗ୍ରେସକୁ ଦାୟୀ କରିଛି ଟିମ ଠାକରେ।
Politics
ମୁଖ୍ୟମନ୍ତ୍ରୀ ପଦ ସହ ଅଧା କ୍ୟାବିନେଟ ନିଜ ପାଖରେ ରଖିବ ବିଜେପି, ସିନ୍ଦେ ସେନାକୁ ମିଳିବ...
ମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳ ସଂଖ୍ୟା ସର୍ବାଧିକ ୪୩ ହୋଇପାରିବ। ଏହା ମଧ୍ୟରୁ ଅଧା ବିଭାଗ ବିଜେପି ନିଜ ପାଖରେ ରଖିବ ବୋଲି କୁହାଯାଉଛି।
Politics
ଝାଡ଼ଖଣ୍ଡରେ ନୂଆ ସରକାର, ଶପଥ ନେଲେ ହେମନ୍ତ ସୋରେନ
ଝାଡଖଣ୍ଡର ୧୪ଶ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ହେମନ୍ତ ସୋରେନ। ଶକ୍ତି ପ୍ରଦର୍ଶନ କଲା ଇଣ୍ଡିଆ ମେଣ୍ଟ।