Advertisment

ଅପରାଜିତା ଷଡ଼ଙ୍ଗୀ ସର୍ବଶ୍ରେଷ୍ଠ ସାଂସଦ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୨୦୨୦ ବର୍ଷ ପାଇଁ ଦେଶର ସର୍ବଶ୍ରେଷ୍ଠ ସାଂସଦ ଭାବେ ମନୋନୀତ ହୋଇଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ବେଷ୍ଟ ପାର୍ଲାମେଣ୍ଟାରିଆନ ଏସିଆ ପୋଷ୍ଟ ଓ ଫେମ ଇଣ୍ଡିଆ ପକ୍ଷରୁ ସର୍ବଭାରତୀୟ ସ୍ତରରେ ସର୍ଭେ ପରେ ଏହି ଘୋଷଣା ହୋଇଛି । ଏହାପରେ ଅପରାଜିତା ଷଡଙ୍ଗୀଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି । Glad to hear about the survey results by Asia Post and Fame India organizations yesterday.Being adjudged […]

ଅଦ୍ୟତନ ହୋଇଛି
ପ୍ରତିଶ୍ରୁତି ରଖିଲେ ଅପରାଜିତା, ଖୋର୍ଦ୍ଧା ଜିଲ୍ଲାପାଳ ଅଫିସ୍ ଛକରେ ହେବ ଓଭରବ୍ରିଜ୍‌

aparajita-sarangi

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୨୦୨୦ ବର୍ଷ ପାଇଁ ଦେଶର ସର୍ବଶ୍ରେଷ୍ଠ ସାଂସଦ ଭାବେ ମନୋନୀତ ହୋଇଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ବେଷ୍ଟ ପାର୍ଲାମେଣ୍ଟାରିଆନ ଏସିଆ ପୋଷ୍ଟ ଓ ଫେମ ଇଣ୍ଡିଆ ପକ୍ଷରୁ ସର୍ବଭାରତୀୟ ସ୍ତରରେ ସର୍ଭେ ପରେ ଏହି ଘୋଷଣା ହୋଇଛି । ଏହାପରେ ଅପରାଜିତା ଷଡଙ୍ଗୀଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି ।

Advertisment


ଶ୍ରେଷ୍ଠ ସାଂସଦ ମନୋନୀତ ହେବା ପରେ ଟ୍ୱିଟ କରି ନିଜ ପ୍ରତିକ୍ରିୟା ରଖିଛନ୍ତି ସାଂସଦ ଅପରାଜିତା । ସେ କହିଛନ୍ତି, ଲୋକଙ୍କ ପାଇଁ ଗତବର୍ଷ ସେ କରିଥିବା କାମର ଏହା ପୁରସ୍କାର, ଯାହାକି ତାଙ୍କୁ ଅନେକ କିଛି ଶିଖାଇବ । ଏଥିପାଇଁ ସେ ସମସ୍ତଙ୍କୁ କୃତଜ୍ଞତା ଜଣାଇବା ସହ ଧନ୍ୟବାଦ ମଧ୍ୟ ଦେଇଛନ୍ତି ।

Advertisment
Aparajita Sarangi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe