ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଙ୍ଗଲାଦେଶଠାରୁ ଗ୍ରହଣ କରିଥିବା ‘ମୁକ୍ତି ଯୁଦ୍ଧ ସମ୍ମାନ’କୁ ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ହସ୍ତାନ୍ତର କରିଛନ୍ତି। ଏହାସହ ସେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ। ବାଂଲାଦେଶ ସ୍ୱାଧୀନତା ସଂଗ୍ରାମରେ ବାଜପେୟୀଙ୍କ ବଳିଷ୍ଠ ଭୂମିକା ଓ ବନ୍ଧୁତ୍ୱପୂର୍ଣ୍ଣ ସହଭାଗିତା ପାଇଁ ସେଠିକାର ସରକାର ଏହି ସମ୍ମାନରେ ତାଙ୍କୁ ସମ୍ମାନିତ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଦିନିଆ ବାଂଲାଦେଶ ଗସ୍ତବେଳେ ରାଷ୍ଟ୍ରପତି ଅବଦୁଲ ହମୀଦ ବାଜପେୟୀଙ୍କ ଉଦ୍ଦେଶ୍ୟରେ ବଙ୍ଗଭବନରେ ଏହି ସମ୍ମାନ ଗ୍ରହଣ କରିଥିଲେ। ସ୍ୱାସ୍ଥ୍ୟଗତ କାରଣରୁ ବାଜପେୟୀ ଏହି ସମ୍ମାନ ପାଇଁ ବାଂଲାଦେଶ ଯାଇପାରି ନ ଥିଲେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଦିଲ୍ଲୀ ଦଖଲ କସରତ୍: ଆଜି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ବିଜେପି
ଦିଲ୍ଲୀରେ ଆସନ୍ତା ଫେବ୍ରୁଆରୀ ୫ରେ ଭୋଟିଂ ହେବ। ୮ ତାରିଖରେ ଫଳାଫଳ ଆସିବ।
National
ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ବିଧାୟକ
ଗୁରୁପ୍ରୀତଙ୍କ ମୁଣ୍ଡରେ ଗୁଳି ବାଜିଛି। ତେବେ କାହିଁକି ଗୁଳି ଫୁଟାଇଲେ ତାହା ଅସ୍ପଷ୍ଟ ରହିଛି।
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।