ମୁମ୍ୱାଇ: ହସ୍ପିଟାଲରୁ ଫେରିଛନ୍ତି ଭାରତରତ୍ନ ଲତା ମଙ୍ଗେସକର (୯୦) । ଛାତିରେ ଯନ୍ତ୍ରଣା ଅନୁଭବ କରିବାଲୁ ଲତା ମଙ୍ଗେସକର ନିଃଶ୍ୱାସ-ପ୍ରଶ୍ୱାସ ନେବାରେ ଅସୁବିଧା ଅନୁଭବ କରିଥିଲେ। ଏହାପରେ ସେ ରାତି ୨ଟାରେ ମୁମ୍ୱାଇର ବ୍ରେଚ କାନଡେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଏବେ ସେ ଘରକୁ ଫେରିଆସିଥିବା ତାଙ୍କର ନିକଟତମ ବ୍ୟକ୍ତି କହିଛନ୍ତି। ହସ୍ପିଟାଲରେ ଭର୍ତ୍ତି ହେବା ବେଳେ ଲତା ମଙ୍ଗେସକରଙ୍କ ସ୍ୱାସ୍ଥ୍ୟାବସ୍ଥା ଅଧିକ ଖରାପ ଥିଲା। ତେଣୁ ତାଙ୍କୁ ଆଇସିୟୁରେ ରଖାଯାଇଥିଲା ବୋଲି ଜଣାପଡ଼ିଛି।
https://twitter.com/ANI/status/1193855127163043840
ଭାରତୀୟ ସିନେମାର ଜଣେ ଖ୍ୟାତନାମା ଚେହେରା ହେଉଛନ୍ତି ଲତା ମଙ୍ଗେସକର। ହିନ୍ଦୀ ଗୀତ ସାଙ୍ଗକୁ ମୋଟ ୩୬ଟି ଭାଷାରେ ସେ ନିଜର କଣ୍ଠଦାନ କରିଛନ୍ତି। ୨୦୦୧ରେ କେନ୍ଦ୍ର ସରକାର ତାଙ୍କୁ ଭାରତ ରତ୍ନ ଉପାଧିରେ ସମ୍ମାନୀତ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Bollywood
ଆଉ ନାହାନ୍ତି ଫିଲ୍ମ ନିର୍ମାତା ପ୍ରୀତିଶ ନନ୍ଦୀ
୭୩ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ବୁଧବାର ବିଳମ୍ବିତ ରାତିରେ ମୁମ୍ବାଇ ସ୍ଥିତ ବାସଭବନରେ ସେ ତାଙ୍କ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।
Bollywood
‘ଏମର୍ଜେନ୍ସି’ ଦେଖିବାକୁ ପ୍ରିୟଙ୍କାଙ୍କୁ ନିମନ୍ତ୍ରଣ କଲେ କଙ୍ଗନା, ଜବାବ କ’ଣ ଥିଲା ଜାଣନ୍ତୁ
ଏମର୍ଜେନ୍ସି ସିନେମାରେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ଭୂମିକାରେ ରହିଛନ୍ତି। ଏହା ଜାନୁଆରୀ ୧୭ରେ ରିଲିଜ ହେବାକୁ ଯାଉଛି।
Bollywood
ଅଭିନେତ୍ରୀ ପୁନମ ଢିଲୋଙ୍କ ଘରୁ ଚୋରି, ଯୁବକ ଗିରଫ
ଘର ରଙ୍ଗ ଦେବା ବାହାନାରେ ଆସି ଚୋରି କରିନେଲା ମୂଲ୍ୟବାନ ସାମଗ୍ରୀ।
Entertainment
ବର୍ଷିଲେ ଅନୁଭବ, କହିଲେ- ତୁମେ ମଞ୍ଚ ବାଛ, ବିତର୍କ ପାଇଁ ମୁଁ ପ୍ରସ୍ତୁତ
ବିବାହ ତଥା ଦାମ୍ପତ୍ୟ ଜୀବନ ପରି ସମ୍ପର୍କକୁ ଅତି ମିଛ ତଥା ମନଗଢ଼ା ଭାବେ ପରଦାରେ ଦେଖାଉଥିବା ଅଭିଯୋଗ ଆଣି ବର୍ଷାଙ୍କ ଉପରେ ବର୍ଷିଛନ୍ତି ଅନୁଭବ। ଏପରିକି ବର୍ଷାଙ୍କ ସହ ଖୋଲାଖୋଲି ବିତର୍କ କରିବାକୁ ପ୍ରସ୍ତୁତ ବୋଲି ବି କହିଛନ୍ତି।
Entertainment
ଜାନୁଆରୀ ୨୪ରେ ଆସୁଛି 'ସ୍କାଏ ଫୋର୍ସ', ବଡ଼ ପରଦାରେ ୧୯୬୫ ଭାରତ-ପାକ୍ ଯୁଦ୍ଧର ଅକୁହା କାହାଣୀ
ଦୀର୍ଘ ଦିନର ବ୍ୟବଧାନ ପରେ ଏହି ଫିଲ୍ମରେ ସେନା ୟୁନିଫର୍ମରେ ନଜର ଆସିବେ ଅକ୍ଷୟ କୁମାର। ପାକିସ୍ତାନ ଉପରେ ଭାରତର ପ୍ରଥମ ଏୟାର ଷ୍ଟ୍ରାଇକ ପଛର ଘଟଣା ଏହି ଚଳଚ୍ଚିତ୍ରରେ ଦେଖିବାକୁ ମିଳିବ।