କାନବେରା: ଦେଶର ମୂଳ ବାସିନ୍ଦାଙ୍କୁ ସମ୍ମାନ ଦେବାକୁ ଯାଇ ଅଷ୍ଟ୍ରେଲିଆ ସରକାର ଜାତୀୟ ସଂଗୀତରେ ଏକ ଶବ୍ଦକୁ ପରିବର୍ତ୍ତନ କରିଛନ୍ତି। ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ସ୍କଟ ମୋରିସନ୍ ଏହାକୁ ‘ଏକତା’ ବୋଲି କହିଛନ୍ତି। ଜାତୀୟ ସଂଗୀତ 'ଆଡଭାନ୍ସ ଅଷ୍ଟ୍ରେଲିଆ ଫେୟର'ର ଦ୍ୱିତୀୟ ଧାଡିରେ“we are young and free” (ଆମେ ଯୁବକ ଏବଂ ମୁକ୍ତ) ବଦଳରେ “we are one and free” (ଆମେ ଏକ୍ ଏବଂ ସ୍ୱତନ୍ତ୍ର)ରେ ପରିବର୍ତ୍ତନ ହୋଇଛି। ନୂଆ ବର୍ଷ ଅବସରରେ ପ୍ରଧାନମନ୍ତ୍ରୀ ମୋରିସନ୍ ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇବା ଅବସରରେ ଏହା କହିଛନ୍ତି।
https://twitter.com/ScottMorrisonMP/status/1344633815231172609?s=20
ଶୁକ୍ରବାରଠାରୁ ଏହା ଲାଗୁ ହୋଇଛି। ପ୍ରଧାନମନ୍ତ୍ରୀ ମୋରିସନ୍ କହିଛନ୍ତି ଯେ ଏବେ ସମୟ ଆସିଛି ଯେ ଏହି ମହାନ ‘ଏକ୍/ଏକତା’ ଆମର ଜାତୀୟ ସଂଗୀତରେ ସମ୍ପୂର୍ଣ୍ଣ ରୂପେ ପ୍ରତିଫଳିତ ହୋଇଛି। ପୃଥିବୀର ସବୁଠାରୁ ସଫଳ ବହୁମୁଖୀ ରାଷ୍ଟ୍ର ଅଷ୍ଟ୍ରେଲିଆ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।
National
‘ଅବିଭକ୍ତ ଭାରତ’ କାର୍ଯ୍ୟକ୍ରମ ପାଇଁ ପାକିସ୍ତାନ ଓ ବାଂଲାଦେଶକୁ ନିମନ୍ତ୍ରଣ
୧୮୭୫ ମସିହା ଜାନୁଆରୀ ୧୫ରେ ଭାରତୀୟ ପାଣିପାଗ ବିଭାଗ ସ୍ଥାପନ ହୋଇଥିଲା। ତେବେ ଏହାର ବହୁ ପୂର୍ବରୁ ପାଣିପାଗ ସମ୍ପର୍କରେ ତଥ୍ୟ ପାଇଁ ବିଭିନ୍ନ ମେସିନ ସ୍ଥାପନ କରାଯାଇଥିଲା।