ନୂଆଦିଲ୍ଲୀ: କଂଗ୍ରେସ ନେତା ଶଶି ଥରୁରଙ୍କ ବିରୋଧରେ ଦିଲ୍ଲୀର ଏକ କୋର୍ଟ ଗିରଫ ପରୱାନା ଜାରି କରିଛି। ତେବେ ଏତିରେ ଜାମିନ୍ ମିଳିପାରିବ ବୋଲି କୁହାଯାଇଛି। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଦେଇଥିବା ମନ୍ତବ୍ୟ ‘ଶିବଲିଙ୍ଗ ଉପରେ ସ୍କର୍ପିଅନ୍’କୁ ନେଇ ଆଗତ ହୋଇଥିବା ଏକ ମାନାହାନି ମୋକଦ୍ଦମାରେ ହାଜର ନହେବାକୁ ନେଇ ଏହି ପରୱାନା ଜାରି କରାଯାଇଛି।
ନଭେମ୍ବର ୨୭ ପାଇଁ ଏହି ପରୱାନା ଜରି କରି ମେଟ୍ରୋପଲିଟାନ୍ ମାଜିଷ୍ଟ୍ରେଟ୍ ନବୀନ କୁମାର କାଶ୍ୟପ କହିଛନ୍ତି, ନା ଶଶି ଥରୁର ନା ତାଙ୍କ ଓକିଲ କେହି ମଧ୍ୟ ହାଜର ହୋଇନଥିଲେ।
ଏହି ମାମଲାର ଅଭିଯୋଗକାରୀ ଦିଲ୍ଲୀ ବିଜେପିର ରାଜୀବ ବବ୍ବର ମଧ୍ୟ କୋର୍ଟରେ ହାଜର ନହେବାରୁ କୋର୍ଟ ତାଙ୍କ ଉପରେ ୫୦୦ ଟଙ୍କାର ଜୋରିମାନା ଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ ବ୍ୟକ୍ତିଗତ ସମସ୍ୟା ଦେଖାଇ ଆସିନାହାନ୍ତି, କିନ୍ତୁ ଏଭଳି କ’ଣ ବ୍ୟକ୍ତିଗତ ସମସ୍ୟ ରହିଲା ତାହା ଜଣାଇନାହାନ୍ତି ବୋଲି ବିଚାରପତି କହିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
୨୦୨୩-୨୪ ବର୍ଷରେ ବି ବିଜେପି ମାଲେମାଲ, ପାଇଛି ୨,୨୪୪ କୋଟି ଚାନ୍ଦା
୨୦୨୩-୨୪ ବର୍ଷରେ ବିଜେପି ସର୍ବାଧିକ ୨,୨୪୪ କୋଟି ଟଙ୍କା ପାଇଥିବାବେଳେ ପୂର୍ବତନ ତେଲେଙ୍ଗାନା ସିଏମ ଚନ୍ଦ୍ରଶେଖର ରାଓଙ୍କ ଦଳ ବିଆରଏସ ଦ୍ୱିତୀୟ ସ୍ଥାନରେ ରହିଛି।
National
ମଝି ସମୁଦ୍ରରେ ବୁଡ଼ିଲା ଯାତ୍ରୀବାହୀ ଡ଼ଙ୍ଗା, ଜଣେ ମୃତ, ୨୦ ଉଦ୍ଧାର
ଦୁର୍ଘଟଣାରେ ଜଣେ ୫୪ ବର୍ଷୀୟ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୨୦ ଜଣଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।
National
ଆସାମରୁ ଗିରଫ ହେଲେ ଆଉ ୨ ଦୁଇ ବାଂଲାଦେଶୀ ଆତଙ୍କୀ
ଏହାପୂର୍ବରୁ ଆସାମ, ପଶ୍ଚିମବଙ୍ଗ ଓ କେରଳରୁ ୮ ଜଣ ଏବିଟି ସଦସ୍ୟ ଗିରଫ ହୋଇଥିଲେ। ସେମାନଙ୍କୁ ଜେରା କରାଯିବା ବେଳେ ଅବଦୁଲ ଓ ମୀର୍ଦ୍ଧା ସମ୍ପର୍କରେ ସୂଚନା ମିଳିଥିଲା।
Viral
ଅସୁସ୍ଥ ପତ୍ନୀଙ୍କ ପାଇଁ ନେଲେ VRS, କିନ୍ତୁ ବିଦାୟ ସମ୍ବର୍ଦ୍ଧନା ବେଳେ ଆଖି ବୁଜିଲେ ପତ୍ନୀ
କ୍ୟାମେରାକୁ ଚାହିଁ ହସୁଥିଲେ। ବେକରେ ଥିଲା ବିରାଟ ଗେଣ୍ଡୁମାଳ। କିଛି ଫୁଲ ମଧ୍ୟ ସେ ଧରିଥିଲେ। ସ୍ୱାମୀଙ୍କ ବିଦାୟୀ କାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ପାଇଁ ତାଙ୍କ ଚାରି ପାଖର ପରିବେଶ ବେଶ ଉତ୍ସବ ମୁଖର ଥିଲା। ସମସ୍ତେ ଖୁସି ହୋଇ କାର୍ଯ୍ୟକ୍ରମର ମଜା ନେଉଥିଲେ। କିନ୍ତୁ ...
National
ସଂସଦ ନିକଟରେ ନିଜକୁ ଜାଳି ଦେଲେ, ମିଳିଲା ଅଧା ପୋଡ଼ା ଚିଠି
ଘଟଣା ସ୍ଥଳରୁ ପୁଲିସ୍ ଦୁଇ ପୃଷ୍ଠାର ଅଧା ଲେଖା ଚିଠି ଠାବ କରିଛି। କିନ୍ତୁ ଏଥିରେ ଥିବା ବିଷୟବସ୍ତୁ ସମ୍ପର୍କରେ ଜଣାପଡ଼ି ନାହିଁ।