ବାରାଣସୀ: ଉତ୍ତର ପ୍ରଦେଶର ବାରାଣସୀ ଜିଲ୍ଲା ଜେଲ୍ରେ ଶନିବାର କଏଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ହିଂସା ଦେଖିବାକୁ ମିଳିଛି। କଏଦୀମାନେ ସୁରକ୍ଷା କର୍ମୀଙ୍କୁ ମାରପିଟ୍ କରିବା ସହ ସେମାନଙ୍କ ଉପରକୁ ପଥର ମାଡ଼ କରିଛନ୍ତି। ସ୍ଥିତି ନିୟନ୍ତ୍ରଣ କରିବା ପାଇଁ ପୋଲିସ୍କୁ ଗୁଳି ଚଳାଇବାକୁ ପଡ଼ିଥିଲା।
ଏହି ଘଟଣାରେ ଡେପୁଟି ଜେଲର୍ ସମେତ କେତେକ ପୋଲିସ୍ କର୍ମୀ ଗୁରୁତର ଆହତ ହୋଇଛନ୍ତି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଜେଲ୍ ପରିସରରେ ପୋଲିସ୍ ଫୋର୍ସ ମୁତୟନ କରାଯାଇଛି। ବର୍ତ୍ତମାନ ମଧ୍ୟ ଜେଲ୍ରେ ଉତ୍ତେଜନା ଜାରି ରହିଛି।
ଅତିରିକ୍ତ ଜେଲର୍ ପୋଲିସ୍ ଫୋର୍ସକୁ ନେଇ ଘଟଣାସ୍ଥଳରେ ଯାଇ ପହଞ୍ଚିଛନ୍ତି। ଏହାସହ ପ୍ରଶାସନିକ ଅଧିକାରୀମାନେ ମଧ୍ୟ ଜେଲ୍ରେ ଯାଇ ପହଁଞ୍ଚିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଅଡୁଆରେ ମହାୟୁତି! ଶିବସେନା କହିଲା ଉପମୁଖ୍ୟମନ୍ତ୍ରୀ ପଦ ସ୍ୱୀକାର କରିବେନି ଏକନାଥ
ମହାରାଷ୍ଟ୍ରରେ ମହାୟୁତିର ବଡ଼ ବିଜୟ ପରେ ମଧ୍ୟ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଲାଗି ରହିଛି ଛକାପଞ୍ଝା।
National
ଲାଞ୍ଚ ଅଭିଯୋଗକୁ ଆଦାନୀ ଗ୍ରୁପ୍ର ଖଣ୍ଡନ, କହିଲା- ଏହା ସମ୍ପୂର୍ଣ୍ଣ ମିଥ୍ୟା
ଆଦାନୀ ଗ୍ରୀନ ଏନର୍ଜୀ ଏକ ବୟାନ ଜାରି ଲାଞ୍ଚ ଅଭିଯୋଗକୁ ନେଇ ନିଜ ସ୍ପଷ୍ଟୀକରଣ ରଖିଛି।
National
ଟ୍ରକ୍କୁ ଧକ୍କା ଦେଲା କାର୍, ଚାଲିଗଲା ୫ ଡାକ୍ତରଙ୍କ ଜୀବନ
ଏହି ଦୁର୍ଘଟଣାରେ ୫ ଡାକ୍ତରଙ୍କ ସମେତ ୬ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି।
National
ମୁମ୍ବାଇ ୨୬/୧୧ ହମଲାକୁ ପୂରିଲା ୧୬ ବର୍ଷ: ଆତଙ୍କୀଙ୍କୁ କଡ଼ା ବାର୍ତ୍ତା ଦେଲେ ମୋଦି
ମୁମ୍ବାଇ ୨୬/୧୧ ହମଲାର ୧୬ ବର୍ଷ ପୂର୍ତ୍ତିରେ ଆତଙ୍କବାଦୀ ଓ ସେମାନଙ୍କ ଆକ୍କାମାନଙ୍କୁ କଡ଼ା ବାର୍ତ୍ତା ଦେଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Crime
ସର୍ଭିସ ଆପାର୍ଟମେଣ୍ଟକୁ ଏକାଠି ଯାଇଥିଲେ, ୩ ଦିନ ପରେ ମିଳିଲା ପ୍ରେମିକାଙ୍କ ମୃତଦେହ
ଆପାର୍ଟମେଣ୍ଟ ଭିତରୁ ୩ ଦିନ ପରେ ମିଳିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ। ତାଙ୍କ ପ୍ରେମିକ ସେଠାରେ ନଥିବାରୁ ସେ ହିଁ ପୂରା ଘଟଣାର କାର୍ପଟଦାର ବୋଲି ପୁଲିସ ସନ୍ଦେହ କରୁଛି।