ନୂଆଦିଲ୍ଲୀ: ଆମ ଆଦମୀ ପାର୍ଟି ପାଇଁ ସମସ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଆମ ଆଦମୀ ପାର୍ଟିର ବିଧାୟକ କର୍ଣ୍ଣେଲ ଦେବେନ୍ଦ୍ର ସହରାୱତ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ପ୍ରମୁଖ ଅରବିନ୍ଦ କ୍ରେଜିୱାଲଙ୍କୁ ଏକ ଚିଠି ଲେଖି ଦଳର ବରିଷ୍ଠ ନେତାଙ୍କ ଉପରେ ଆରୋପ ଲଗାଇଛନ୍ତି। ସେ ଚିଠିରେ ଉଲ୍ଲେଖ କରିଛନ୍ତି,“ପଞ୍ଜାବରେ ନେତାମାନେ ଟିକେଟ ଦେବା ନାଁରେ ଶୋଷଣ କରୁଛନ୍ତି। ଏହି ନେତା ମାନଙ୍କ ମଧ୍ୟରେ ଦୁର୍ଗେଶ ପାଠକ ଓ ସଞ୍ଜୟ ସିଂହ ସାମିଲ ଅଛନ୍ତି।”
କର୍ଣ୍ଣେଲ ଦିଲ୍ଲୀପ ପାଣ୍ଡେଙ୍କ ଉପରେ ମଧ୍ୟ ଆରୋପ ଲଗାଇଛନ୍ତି। ସେ କହିଛନ୍ତି, ଝିଅମାନଙ୍କ ସହ ପାଣ୍ଡେଙ୍କର ଫଟୋ ଇଣ୍ଟରନେଟ୍ ଓ ସୋସିଆଲ୍ ମିଡିଆରେ ଦେଖିବାକୁ ମିଳୁଛି। ଏହାଦ୍ୱାରା ଦଳର ଭାବମୂର୍ତ୍ତୀ ଓ ସ୍ଥିତି ଖରାପ ହେଉଛି। ଦଳର ଭାବମୂର୍ତ୍ତୀ ଉପରେ ଆଞ୍ଚ ଆଣୁଥିବା ନେତାମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସମୟ ଆସିଯାଇଛି ବୋଲି ସେ ଚିଠିରେ ଦର୍ଶାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ଦେଶର ଜିଡିପି ଅଭିବୃଦ୍ଧି ହାର ଦୁଇ ବର୍ଷରେ ସର୍ବନିମ୍ନ
ଚଳିତ ଆର୍ଥିକ ବର୍ଷର ଜୁଲାଇ-ସେପ୍ଟେମ୍ବର ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ହାର ୫.୪ ପ୍ରତିଶତକୁ ଖସିଛି। ଉତ୍ପାଦନ କ୍ଷେତ୍ରର ଖରାପ ପ୍ରଦର୍ଶନ ଯୋଗୁଁ ଅର୍ଥନୀତି କ୍ଷେତ୍ରରେ ଘଟିଛି ଅବନତୀ।
Crime
ପ୍ରେମିକାକୁ ହତ୍ୟା କରି ମୃତଦେହ ସହ ଦୁଇଦିନ ବିତାଇଲା ଅଭିଯୁକ୍ତ
ସୋଶାଲ ମିଡିଆରେ ମିଶିବା ପରେ ବଢ଼ିଥିଲା ପ୍ରେମ ସମ୍ପର୍କ। ରାଜ୍ୟ ବାହାରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କରିଛି ପୁଲିସ।
Politics
ଶେଷ ଘଣ୍ଟାରେ ପଡ଼ିଛି ୭୬ ଲକ୍ଷ ଭୋଟ! ମହାରାଷ୍ଟ୍ର ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା କଂଗ୍ରେସ
ମହାରାଷ୍ଟ୍ରରେ ଭୋଟ ଗ୍ରହଣ ଏବଂ ଗଣନା ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଥିବା ନେଇ ନିର୍ବାଚନ ଆୟୋଗଙ୍କୁ ଚିଠି ଲେଖିଲା କଂଗ୍ରେସ। ମାତ୍ର ୫ ମାସ ମଧ୍ୟରେ ମହାରାଷ୍ଟ୍ର ଭୋଟର ତାଲିକାରେ ପ୍ରାୟ ୪୭ ଲକ୍ଷ ନୂଆ ଭୋଟରଙ୍କୁ ଯୋଡ଼ା ଯାଇଥିବା ଅଭିଯୋଗ।
Science & Environment
ଘରେ ଲାଗିଛି ୧୫ ହଜାର ଗଛ, ଦିଲ୍ଲୀରେ ଥାଇ ବି ପ୍ରଦୂଷଣମୁକ୍ତ
ରକ୍ତ କର୍କଟରେ ଆକ୍ରାନ୍ତ ହେବା ପରେ ଦିଲ୍ଲୀ ଛାଡ଼ି ଚାଲିଯିବାକୁ ପରାମର୍ଶ ଦେଇଥିଲେ ଡାକ୍ତର।
Accident
ଓଲଟି ପଡ଼ିଲା ବସ୍; ୧୦ ଯାତ୍ରୀ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ
ଏକ ସରକାରୀ ବସ୍ ପାଖାପାଖି ୫୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିଲା।