ଗୋ-ମାଂସ ଖାଇବା ନେଇ ଦିଲ୍ଲୀ ଦାଦ୍ରି ଗ୍ରାମବାସୀଙ୍କୁ ଆକ୍ରମଣ: ଜଣେ ମୃତ, ଗାଁରେ ଫୋର୍ସ ମୁତୟନ

ନୂଆଦିଲ୍ଲୀ: ଦିଲ୍ଲୀ ନିକଟ ତଥା ଉତ୍ତର ପ୍ରଦେଶର ଦାଦ୍ରି ନିକଟରେ ଗୋ-ମାଂସ ଖାଇବାକୁ ନେଇ ହିଂସା ଦେଖା ଦେଇଛି। ଏକ ନିର୍ଦ୍ଦିଷ୍ଟ ଗୋଷ୍ଠୀଙ୍କ ଆକ୍ରମଣରେ ଗୋଟିଏ ପରିବାରର ଜଣଙ୍କର ମୃତ୍ୟୁ ଘଟିବା ସହ ଜଣେ ୫୦ ବର୍ଷିୟ ମହିଳା ଓ ଯୁବକ ଗୁରୁତର ହୋଇଛନ୍ତି। ବିଶେଷ କରି ଯୁବକ ଜଣଙ୍କ ସ୍ୱାସ୍ଥାବସ୍ଥା ଗୁରୁତର ଥିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପରେ ସମ୍ପୃକ୍ତ ଗୋଷ୍ଠୀର ଯୁବକମାନେ ଗାଁର କିଛି ଲୋକଙ୍କୁ ମଧ୍ୟ ମାଡ ମାରିଥିବା ଅଭିଯୋଗ ହୋଇଛି। […]

beef attack

beef attack

Rakesh Mallick
  • Published: Wednesday, 30 September 2015
  • Updated: 30 September 2015, 06:01 PM IST

Sports

Latest News

ନୂଆଦିଲ୍ଲୀ: ଦିଲ୍ଲୀ ନିକଟ ତଥା ଉତ୍ତର ପ୍ରଦେଶର ଦାଦ୍ରି ନିକଟରେ ଗୋ-ମାଂସ ଖାଇବାକୁ ନେଇ ହିଂସା ଦେଖା ଦେଇଛି। ଏକ ନିର୍ଦ୍ଦିଷ୍ଟ ଗୋଷ୍ଠୀଙ୍କ ଆକ୍ରମଣରେ ଗୋଟିଏ ପରିବାରର ଜଣଙ୍କର ମୃତ୍ୟୁ ଘଟିବା ସହ ଜଣେ ୫୦ ବର୍ଷିୟ ମହିଳା ଓ ଯୁବକ ଗୁରୁତର ହୋଇଛନ୍ତି। ବିଶେଷ କରି ଯୁବକ ଜଣଙ୍କ ସ୍ୱାସ୍ଥାବସ୍ଥା ଗୁରୁତର ଥିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପରେ ସମ୍ପୃକ୍ତ ଗୋଷ୍ଠୀର ଯୁବକମାନେ ଗାଁର କିଛି ଲୋକଙ୍କୁ ମଧ୍ୟ ମାଡ ମାରିଥିବା ଅଭିଯୋଗ ହୋଇଛି। ଏହାକୁ ଉକ୍ତ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇବା ପରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି କରାଯାଇଛି। ଗାଁରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି। ସ୍ଥାନୀୟ ଏସପି ଓ ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ରହି ସ୍ଥିତି ଉପରେ ନଜର ରଖିଛନ୍ତି। ମାଡ ମାରିଥିବା ଅଭିଯୁକ୍ତଙ୍କ ବିରୋଧରେ ଦୃଢ କାର୍ଯ୍ୟନୁଷ୍ଠାନ ନେବାକୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଯାଦବ କ୍ଷୋଭ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ଅର୍ଥରାଶି ପ୍ରଦାନ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story