ଶପଥ ପୂର୍ବରୁ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: ଆଜି ଦ୍ୱିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ ନରେନ୍ଦ୍ର ମୋଦି। ଏହା ପୂର୍ବରୁ ସେ ଆଜି ସକାଳେ ରାଜଘାଟ ଆସି ଜାତିର ପିତା ମହାତ୍ମା ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହାପରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସମାଧି ସ୍ଥଳକୁ ଯାଇ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀଙ୍କ ସହିତ ବିଜେପିର ଅନେକ ବରିଷ୍ଠ ନେତା ସାମିଲ ଥିଲେ। ବିଜେପି ସଭାପତି ଅମିତ ଶାହ, ଜେ.ପି ନଡ୍ଡା, ଧର୍ମେନ୍ଦ୍ର ପ୍ରଧାନ, […]

modi rajghat

modi rajghat

Subhransu Sekhar
  • Published: Thursday, 30 May 2019
  • Updated: 30 May 2019, 09:31 AM IST

Sports

Latest News

ନୂଆଦିଲ୍ଲୀ: ଆଜି ଦ୍ୱିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ ନରେନ୍ଦ୍ର ମୋଦି। ଏହା ପୂର୍ବରୁ ସେ ଆଜି ସକାଳେ ରାଜଘାଟ ଆସି ଜାତିର ପିତା ମହାତ୍ମା ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହାପରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସମାଧି ସ୍ଥଳକୁ ଯାଇ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀଙ୍କ ସହିତ ବିଜେପିର ଅନେକ ବରିଷ୍ଠ ନେତା ସାମିଲ ଥିଲେ। ବିଜେପି ସଭାପତି ଅମିତ ଶାହ, ଜେ.ପି ନଡ୍ଡା, ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ପ୍ରକାଶ ସିଂହ ଜାଭଡେକର, ସୁରେଶ ପ୍ରଭୁ, ରବି ଶଙ୍କର ପ୍ରସାଦ, ଗିରିରାଜ ସିଂହ ପ୍ରମୁଖ ଉପସ୍ଥିତ ଥିଲେ।

ଏହାପରେ ଜାତୀୟ ଯୁଦ୍ଧ ସ୍ମାରକୀଠାରେ ସହିଦ ଯବାନଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ନବନିଯୁକ୍ତ ପ୍ରଧାନମନ୍ତ୍ରୀ। ଆର୍ମି ମୁଖ୍ୟ ଜେନେରାଲ ବିପିନ ରାଓ୍ୱତ, ନୌସେନାଧ୍ୟକ୍ଷ ସୁନୀଲ ଲନବା ଏବଂ ବାୟୁସେନା ଉପମୁଖ୍ୟ ଏୟାର ମାର୍ଶଲ ଆରକେଏସ ଭଦଉରିଆ ଏହି ସମୟରେ ଉପସ୍ଥିତ ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story