ବସ୍‌ ଓଲଟି ଚାଲିଗଲା ୧୯ ଜୀବନ

ଚେନ୍ନାଇ : ତାମିଲନାଡ଼ୁ ଅବିନାଶୀ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାରେ ଛିଡ଼ା ହୋଇଥିବା ଟ୍ରକ୍‌କୁ ଧକ୍କା ଦେଇଛି ଯାତ୍ରୀବାହି ବସ୍ । ଫଳରେ ୧୯ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୫ ଜଣ ମହିଳା ଥିବା ଜଣାପଡ଼ିଛି। ଦୁର୍ଘଟଣାରେ ୧୦ରୁ ଅଧିକ ଯାତ୍ରୀ ଗୁରୁତର ଅହତ ହୋଇଛନ୍ତି। ସେମାନଙ୍କୁ ନିକଟସ୍ଥ ହସ୍ପିଟାଲ ଓ ଚେନ୍ନାଇକୁ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣାଗସ୍ତ ବସ୍‌ଟି କେରଳ ପରିବହନ ବିଭାଗର ବୋଲି ଜଣାପଡ଼ିଛି।  ବସ୍‌ଟି ବେଙ୍ଗଲୁରୁରୁ କେରଳର ଏର୍ଣ୍ଣାକୁଲମ […]

650

650

Tapas Behera
  • Published: Thursday, 20 February 2020
  • Updated: 20 February 2020, 11:33 AM IST

Sports

Latest News

ଚେନ୍ନାଇ : ତାମିଲନାଡ଼ୁ ଅବିନାଶୀ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାରେ ଛିଡ଼ା ହୋଇଥିବା ଟ୍ରକ୍‌କୁ ଧକ୍କା ଦେଇଛି ଯାତ୍ରୀବାହି ବସ୍ । ଫଳରେ ୧୯ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୫ ଜଣ ମହିଳା ଥିବା ଜଣାପଡ଼ିଛି।

ଦୁର୍ଘଟଣାରେ ୧୦ରୁ ଅଧିକ ଯାତ୍ରୀ ଗୁରୁତର ଅହତ ହୋଇଛନ୍ତି। ସେମାନଙ୍କୁ ନିକଟସ୍ଥ ହସ୍ପିଟାଲ ଓ ଚେନ୍ନାଇକୁ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣାଗସ୍ତ ବସ୍‌ଟି କେରଳ ପରିବହନ ବିଭାଗର ବୋଲି ଜଣାପଡ଼ିଛି।  ବସ୍‌ଟି ବେଙ୍ଗଲୁରୁରୁ କେରଳର ଏର୍ଣ୍ଣାକୁଲମ ଅଭିମୁଖେ ଯାଉଥିଲା। ଗତକାଲି ବିଳମ୍ବିତ ରାତିରେ ଟ୍ରକଟି ରାଜପଥ ଉପରେ ଛିଡ଼ା ହୋଇଥିବା ବେଳେ ଏହି ଦୁର୍ଘଟଣା ଘଟିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story