ବେଙ୍ଗାଲୁରୁ: ବେଙ୍ଗାଲୁରୁଠାରେ ଚାଲିଥିବା ଏୟାର ଶୋ’ ସମୟରେ ୟେଲାହାଙ୍କା ଏୟାରବେସ୍ରୁ ଉଡ଼ାଣ ଭରିଥିବା ଟି ସୂର୍ଯ୍ୟକିରନ୍ ଏୟାରକ୍ରାଫ୍ଟ ମଝି ଆକାଶରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାଯାଇଛି। ମଙ୍ଗଳବାର ଏୟାର ଶୋ’ ଅବସରରରେ ଏହି ଦୁଇ ଏୟାରକ୍ରାଫ୍ଟ ସମନ୍ୱୟ ରକ୍ଷା କରିନପାରି ପରସ୍ପର ମଧ୍ୟରେ ମାଡ଼ ହୋଇଯାଇଥିଲେ।
ଏହି ଶୋ’ର ଜଣେ ପ୍ରତ୍ୟକ୍ଷଦର୍ଶୀ ଅଙ୍ଗଦ ସିଂହଙ୍କ କହିବା ଅନୁଯାୟୀ ଏହି ଦୁର୍ଘଟଣା ସମୟରେ ୩ଜଣ ପାଇଲଟ ଏୟାରରେ ଥିଲେ। ସେ ଟ୍ୱିଟ୍ କରିଛନ୍ତି, ଦୁର୍ଘଟଣାଗ୍ରସ୍ତ ଗୋଟିଏ ଏୟାରକ୍ରାଫ୍ଟରେ ୨ଟି ଯାକ ସିଟ୍ରେ ୨ ଜଣ ପାଇଲଟ୍ ଥିଲେ।
ଏହି ଦୁର୍ଘଟଣା ସମୟରେ ପ୍ରବଳ ଧୂଆଁ ବାହାରିଥିଲା ଏବଂ ପ୍ରତ୍ୟକ୍ଷଦର୍ଶୀ ୨ଟି ପାରାଚ୍ୟୁଟ୍ ଖସିଥିବାର ଦେଖିବାକୁ ପାଇଥିଲେ। ସୂଚନାଯୋଗ୍ୟ ଯେ, ପାଇଲଟ୍ମାନେ ସୁରକ୍ଷିତ ଅଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ହିଟ୍ ଆଣ୍ଡ ରନ୍: ବିଏମ୍ଡବ୍ଲୁ ଧକ୍କାରେ ଚାଲିଗଲା ସାମ୍ବାଦିକଙ୍କ ଜୀବନ
ବାଇକ୍ରେ ଯାଉଥିବା ଜଣେ ଭିଡିଓ ଜର୍ଣ୍ଣାଲିଷ୍ଟଙ୍କୁ ଦ୍ରୁତ ଗତିରେ ଆସି ଏକ ବିଏମ୍ଡବ୍ଲୁ କାର୍ ପଛପଟୁ ଧକ୍କା ଦେଇଥିଲା। ଫଳରେ ୧୦୦ ମିଟର ଦୂରକୁ ସେ ଛିଟିକି ପଡିଥିଲେ।
National
ବିଟ୍କଏନ୍ ଘୋଟାଲା: ଅଜିତ ପାଓ୍ୱାର୍ କହିଲେ- ଅଡିଓ କ୍ଲିପ୍ରେ ରହିଛି ଭଉଣୀର ଭଏସ୍
ପୁଣେର ଜଣେ ପୂର୍ବତନ ଆଇପିଏସ୍ ଅଧିକାରୀ ଏନସିପି ନେତା ସୁପ୍ରିୟା ସୁଲେ ଏବଂ ମହାରାଷ୍ଟ୍ର କଂଗ୍ରେସ ଅଧ୍ୟକ୍ଷ ନାନା ପଟୋଲେଙ୍କୁ ବିଟକଏନ୍ ଅପବ୍ୟବହାର କରିଥିବା ଏବଂ ୨୦୧୮ରେ ବିଧାନସଭା ନିର୍ବାଚନରେ ସେହି ଟଙ୍କା ବ୍ୟବହାର କରିଥିବା ଅଭିଯୋଗ କରିଛନ୍ତି।
National
ଭୋଟ୍ ବେଳେ ବିଟ୍କଏନ୍ ଦୁର୍ନୀତିରେ ଫସିଲେ ଶରଦ ପାଓ୍ୱାରଙ୍କ ଝିଅ?
ଅଭିଯୋଗକୁ ଖଣ୍ଡନ କରିଛନ୍ତି ଏନ୍ସିପି ନେତ୍ରୀ ସୁପ୍ରିୟା ସୁଲେ। ବିଜେପି ଜାରି କରିଥିବା ଅଡିଓ କ୍ଲିପ୍ରେ ତାଙ୍କର ନୁହଁ। ଏହା ମିଛ ବୋଲି କହିଛନ୍ତି।
National
ଭୋଟିଂ ବେଳେ ହଙ୍ଗାମା, ପୁଲିସ ଉପରକୁ ପଥରମାଡ଼
ଉପ-ନିର୍ବାଚନ ବେଳେ ଉତ୍ତେଜନା। ସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ପୂରା ଅଞ୍ଚଳରେ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି।
National
କଲବଲ କରୁଛି ପ୍ରଦୂଷଣ: ଓ୍ୱାର୍କ ଫ୍ରମ୍ ହୋମ୍ ଲାଗୁ, ଅଫିସ୍ ଆସିବେ ୫୦% କର୍ମଚାରୀ
ବାୟରୁ ଗୁଣବତ୍ତା ୫୦୦ ପାର୍ କରିଛି। ଥଣ୍ଡା ଯେତିକି ବଢୁଛି ସେହି ହିସାବରେ ଦିଲ୍ଲୀର ବାୟୁ ବିଷାକ୍ତ ହୋଇ ଚାଲିଛି। ବିଷାକ୍ତ ବାୟୁ ଯୋଗୁ ଲେକଙ୍କ ସ୍ୱାସ୍ଥ୍ୟ ମଧ୍ୟ ଖରାପ ହେବାରେ ଲାଗିଛି।