ନୂଆଦିଲ୍ଲୀ: ଦେଶରେ ଏବେ ପଞ୍ଜୀକୃତ ରାଜନୈତିକ ଦଳ ସଂଖ୍ୟା ହେଉଛି ୧୮୬୬। ନିର୍ବାଚନ କମିଶନଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। କମିଶନଙ୍କ ପକ୍ଷରୁ କୁହାଯାଇଛି ଯେ ୨୦୧୪ ମାର୍ଚ୍ଚରୁ ଚଳିତ ବର୍ଷ ଜୁଲାଇ ମାସ ମଧ୍ୟରେ ୨୩୯ଟି ସଂଗଠନ ନିଜକୁ ରାଜନୈତିକ ଦଳ ଭାବେ ପଞ୍ଜୀକୃତ କରାଇଛନ୍ତି।
କମିଶନ କହିଛନ୍ତି, ଚଳିତ ବର୍ଷ ଜୁଲାଇ ୨୪ ତାରିଖ ସୁଦ୍ଧା ଦେଶରେ ୧୮୬୬ଟି ରାଜନୈତିକ ଦଳ ରହିଛି। ଏଗୁଡ଼ିକ ପଞ୍ଜୀକୃତ ହୋଇଛନ୍ତି। ଏଗୁଡ଼ିକ ମଧ୍ୟରୁ ୫୬ଟିକୁ ଜାତୀୟ ଅବା ରାଜ୍ୟ ସ୍ତରୀୟ ରାଜନୈତିକ ଦଳ ଭାବେ ସ୍ୱୀକୃତି ପାଇଛନ୍ତି। ବାକିଗୁଡ଼ିକ ହେଉଛି ଅଣସ୍ୱୀକୃତି ପ୍ରାପ୍ତ ପଞ୍ଜୀକୃତ ରାଜନୈତିକ ଦଳ।
୨୦୧୪ ଲୋକସଭା ନିର୍ବାଚନରେ ୪୬୪ଟି ରାଜନୈତିକ ଦଳ ପ୍ରାର୍ଥୀ ଛିଡ଼ା କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।