ରୋମ : ୪୫୦ ଶରଣାର୍ଥୀଙ୍କୁ ଧରି ଯାଉଥିବା ଏକ ଜାହାଜ ଭୂମଧ୍ୟ ସାଗର ମଧ୍ୟରେ ବୁଡିଯାଇଛି। ଜାହାଜଟି ଆଫ୍ରିକା ଦେଶର ଶରଣାର୍ଥୀଙ୍କୁ ଧରି ଇଟାଲୀ ଅଭିମୁଖେ ଯାଉଥିବା ବେଳେ ଏହି ଅଘଟଣ ଘଟିଛି। ଏଥିରେ କେତେଜଣଙ୍କ ମୃତ୍ୟୁ ଘଟିଛି ତାହା ସଠିକ ଜଣାପଡି ନଥିଲେ ମଧ୍ୟ ଅଳ୍ପକେ କିଛି ଯାତ୍ରୀ ମୃତ୍ୟୁ ମୁଖରୁ ରକ୍ଷା ପାଇଯାଇଛନ୍ତି।
ଅନ୍ୟପକ୍ଷରେ ଇସଲାମିକ ରାଷ୍ଟ୍ର ଗୁଡିକର ଜଟିଳ ପରିସ୍ଥିତି ଓ ଆଫ୍ରିକା ଦେଶର ଦୁର୍ଭିକ୍ଷ ଯୋଗୁଁ ପ୍ରତିଦିନ ହଜାର ହଜାର ସଂଖ୍ୟାର ଶରଣାର୍ଥୀଙ୍କୁ ସମୁଦ୍ର ରାସ୍ତା ଦେଇ ୟୁରୋପୀୟ ଦେଶଆଡେ ଚାଲିଯାଉଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଦିଲ୍ଲୀ ଦଖଲ କସରତ୍: ଆଜି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ବିଜେପି
ଦିଲ୍ଲୀରେ ଆସନ୍ତା ଫେବ୍ରୁଆରୀ ୫ରେ ଭୋଟିଂ ହେବ। ୮ ତାରିଖରେ ଫଳାଫଳ ଆସିବ।
National
ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ବିଧାୟକ
ଗୁରୁପ୍ରୀତଙ୍କ ମୁଣ୍ଡରେ ଗୁଳି ବାଜିଛି। ତେବେ କାହିଁକି ଗୁଳି ଫୁଟାଇଲେ ତାହା ଅସ୍ପଷ୍ଟ ରହିଛି।
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।