ରୋମ୍: କେନ୍ଦ୍ରୀୟ ଇଟାଲୀରେ ଗତକାଲି ହୋଇଥିବା ଭୂକମ୍ପରେ ମୃତ୍ୟୁ ସଂଖ୍ୟା ୨୪୭ରେ ପହଞ୍ଚିଛି। ଭୂକମ୍ପରେ ୪୦୦ ଜଣ ଲୋକ ଆହତ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ଉଦ୍ଧାରକାର୍ଯ୍ୟ ଜାରି ରହିଛି।
ଇଟାଲୀର ପ୍ରଧାନମନ୍ତ୍ରୀ ମତେଓ ରେଞ୍ଜି କହିଛନ୍ତି, “ମୃତ ଓ ଆହତ ଲୋକଙ୍କ ସଂଖ୍ୟା ବଢିବାର ଆଶଙ୍କା କରାଯାଉଛି। ଭୂକମ୍ପ ପୁଣି ଥରେ ହେବା ଆଶଙ୍କାରେ ଲୋକମାନେ ଶିବିରରେ ରାତି କଟାଇଥିଲେ। ଭୂକମ୍ପରେ ତ୍ରୀବତା ରିକ୍ଟର ସେଲରେ ୬.୨ ରହିଥିଲା”
ଗତକାଲି ଭୂମିକମ୍ପରେ କେନ୍ଦ୍ରୀୟ ଇଟାଲୀର ଆମାଟ୍ରିସ୍, ଆକୁମୋଲି ଓ ନୋରସିଆ ସହର ଅଧିକ ପ୍ରଭାବିତ ହୋଇଥିଲା। ଭୂକମ୍ପ ପ୍ରଭାବରେ ଏସବୁ ସହରରେ ବହୁ ବଡ଼ ବଡ଼ କୋଠା ଭୁଷୁଡି ପଡ଼ିଥିଲା।
ଇଟାଲୀର ରାଜଧାନୀ ରୋମରେ ମଧ୍ୟ ଭୂକମ୍ପର ପ୍ରଭାବ ପଡ଼ିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ଦେଶର ଜିଡିପି ଅଭିବୃଦ୍ଧି ହାର ଦୁଇ ବର୍ଷରେ ସର୍ବନିମ୍ନ
ଚଳିତ ଆର୍ଥିକ ବର୍ଷର ଜୁଲାଇ-ସେପ୍ଟେମ୍ବର ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ହାର ୫.୪ ପ୍ରତିଶତକୁ ଖସିଛି। ଉତ୍ପାଦନ କ୍ଷେତ୍ରର ଖରାପ ପ୍ରଦର୍ଶନ ଯୋଗୁଁ ଅର୍ଥନୀତି କ୍ଷେତ୍ରରେ ଘଟିଛି ଅବନତୀ।
Crime
ପ୍ରେମିକାକୁ ହତ୍ୟା କରି ମୃତଦେହ ସହ ଦୁଇଦିନ ବିତାଇଲା ଅଭିଯୁକ୍ତ
ସୋଶାଲ ମିଡିଆରେ ମିଶିବା ପରେ ବଢ଼ିଥିଲା ପ୍ରେମ ସମ୍ପର୍କ। ରାଜ୍ୟ ବାହାରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କରିଛି ପୁଲିସ।
Politics
ଶେଷ ଘଣ୍ଟାରେ ପଡ଼ିଛି ୭୬ ଲକ୍ଷ ଭୋଟ! ମହାରାଷ୍ଟ୍ର ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା କଂଗ୍ରେସ
ମହାରାଷ୍ଟ୍ରରେ ଭୋଟ ଗ୍ରହଣ ଏବଂ ଗଣନା ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଥିବା ନେଇ ନିର୍ବାଚନ ଆୟୋଗଙ୍କୁ ଚିଠି ଲେଖିଲା କଂଗ୍ରେସ। ମାତ୍ର ୫ ମାସ ମଧ୍ୟରେ ମହାରାଷ୍ଟ୍ର ଭୋଟର ତାଲିକାରେ ପ୍ରାୟ ୪୭ ଲକ୍ଷ ନୂଆ ଭୋଟରଙ୍କୁ ଯୋଡ଼ା ଯାଇଥିବା ଅଭିଯୋଗ।
Science & Environment
ଘରେ ଲାଗିଛି ୧୫ ହଜାର ଗଛ, ଦିଲ୍ଲୀରେ ଥାଇ ବି ପ୍ରଦୂଷଣମୁକ୍ତ
ରକ୍ତ କର୍କଟରେ ଆକ୍ରାନ୍ତ ହେବା ପରେ ଦିଲ୍ଲୀ ଛାଡ଼ି ଚାଲିଯିବାକୁ ପରାମର୍ଶ ଦେଇଥିଲେ ଡାକ୍ତର।
Accident
ଓଲଟି ପଡ଼ିଲା ବସ୍; ୧୦ ଯାତ୍ରୀ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ
ଏକ ସରକାରୀ ବସ୍ ପାଖାପାଖି ୫୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିଲା।