ମୁମ୍ବାଇ: ବିଗ୍ ବି ଅମିତାଭ ବଚ୍ଚନଙ୍କ ଆକାଉଣ୍ଟରୁ ୫ ଲକ୍ଷ ଲୁଟ୍ କରିବା ଅଭିଯୋଗରେ ଆଜି ଝାରଖଣ୍ଡ ପୋଲିସ୍ ଦୁଇ ଜଣ ସାଇବର ଅପରାଧୀଙ୍କୁ ଗିରଫ କରିଛି। ପୋଲିସ୍ ଏହି ଦୁଇ ଅପରାଧୀକୁ ପଚରାଉଚରା କରୁଛି।
କିଛି ଦିନ ପୂର୍ବରୁ ଏହି ଦୁଇଜଣ ସାଇବର ଅପରାଧୀ ପ୍ରଥମେ ଅମିତାଭ ବଚ୍ଚନଙ୍କୁ ଫୋନ କରିଥିଲେ ଓ ତାଙ୍କ ଏଟିଏମ୍ ପିନ୍ ନମ୍ବର ମାଗିଥିଲେ । ତା’ପରେ ତାଙ୍କ ଆକାଉଣ୍ଟରୁ ୫ ଲକ୍ଷ ଟଙ୍କା ଲୁଟ୍ କରିଥିଲେ।
ଗତ କିଛି ଦିନ ପୂର୍ବରୁ ଅମିତାଭ ବଚ୍ଚନ ମହୀଶୂରରେ ଏକ ଟିଭି ଶୋ’ରେ ଏହି ଘଟଣା ବିଷୟରେ କହିଥିଲେ। ସେ କହିଥିଲେ,“ମୁଁ ଦୁଇ ଜଣ ଅପରାଧୀଙ୍କ ସହ ଦେଖାକରିବାକୁ ଚାହୁଁଛି।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଶେଷ ହେବ ସସ୍ପେନ୍ସ! ଆଜି ଘୋଷଣା ହୋଇପାରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କ ନାଁ
ଆଜି ଦିଲ୍ଲୀରେ ମହାୟୁତିର ବୈଠକ ବସୁଛି। ଏହି ବୈଠକ ପରେ ମୁଖ୍ୟମନ୍ତ୍ରୀ ନାଁ ଉପରେ ମୋହର ବାଜିପାରେ।
National
ଝୁଲି ପଡ଼ିଲେ ଏୟାର ଇଣ୍ଡିଆ ପାଇଲଟ
୨ ବର୍ଷ ତଳେ ସୃଷ୍ଟି ଓ ଆଦିତ୍ୟ ପରସ୍ପରକୁ ପ୍ରଥମଥର ଦିଲ୍ଲୀରେ ଦେଖା ହୋଇଥିଲେ। ଏହି ସମୟରେ ଉଭୟ ବ୍ୟବସାୟିକ ବିମାନ ପାଇଲଟର ଲାଇସେନ୍ସ ପାଇଁ ଟ୍ରେନିଂ ନେଉଥିଲେ। ପ୍ରଥମେ ବନ୍ଧୁତା ଓ ପରେ ଉଭୟଙ୍କ ମଧ୍ୟରେ ପ୍ରେମ ହୋଇଥିଲା।
National
ପୁଣି ଡିଜିଟାଲ ଆରେଷ୍ଟ: ଏଥର ୫ ଲକ୍ଷ ହରାଇଲେ ପୂର୍ବତନ ସେନା ଅଧିକାରୀ
ଜଣେ ପୂର୍ବତନ ସେନା ଅଧିକାରୀ ସାଇବର ଠକଙ୍କ ଡିଜିଟାଲ ଆରେଷ୍ଟର ଶିକାର ହୋଇଛନ୍ତି। ଡିଜିଟାଲ ଆରେଷ୍ଟ କରି ସାଇବର ଠକମାନେ ତାଙ୍କ ଠାରୁ ୫ ଲକ୍ଷ ଟଙ୍କା ନେଇ ଯାଇଛନ୍ତି।
Accident
ଗୋରୁ ଚରାଉଥିବା ବେଳେ ୫ ମହିଳାଙ୍କୁ ଦଳିଦେଲା କାର୍
କାର୍ ଧକ୍କାରେ ପ୍ରାଣ ହରାଇଥିବା ସମସ୍ତ ମହିଳାଙ୍କ ବୟସ ୫୦ ବର୍ଷରୁ ଅଧିକ। ସେମାନେ ରାସ୍ତା କଡ଼ରେ ନିଜର ଗୋରୁଙ୍କୁ ଚରାଉଥିବା ବେଳେ ଏଭଳି ଘଟଣା ଘଟିଛି।
National
ଫାର୍ମା କମ୍ପାନୀର ଲ୍ୟାବରୁ ବିଷାକ୍ତ ଗ୍ୟାସ୍ ଲିକ: ଜଣେ ମୃତ, ୮ ହସ୍ପିଟାଲରେ ଭର୍ତ୍ତି
ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଲୋକମାନେ ଶ୍ୱାସକ୍ରିୟାରେ ସମସ୍ୟା ଅନୁଭବ କରୁଥିବା ଜଣାପଡ଼ିଛି।