ମୁମ୍ବାଇ: ମହାରାଷ୍ଟ୍ରର ସବୁଠାରୁ ବଡ଼ ଦହି ହାଣ୍ଡି ଭଙ୍ଗା କାର୍ଯ୍ୟକ୍ରମ ଆୟୋଜନ କରୁଥିବା ସଂସ୍ଥା ସଂସ୍କୃତି ଚଳିତ ବର୍ଷ କାର୍ଯ୍ୟକ୍ରମକୁ ବାତିଲ କରିବାକୁ ନିଷ୍ପତ୍ତି ନେଇଛି।
କରୋନା ସଂକ୍ରମଣ ଦିନକୁ ଦିନ ବଢ଼ୁଥିବାରୁ ସଂସ୍କୃତି ପକ୍ଷରୁ ଏଭଳି ଘୋଷଣା କରାଯାଇଛି। ସେହିପରି ଦହି ହାଣ୍ଡ କାର୍ଯ୍ୟକ୍ରମ ପାଇଁ ଖର୍ଚ୍ଚ ହେଉଥିବା ଅର୍ଥକୁ କୋଭିଡ-୧୯ ଚିକିତ୍ସା ବାବଦରେ ବିନିଯୋଗ କରାଯିବ।
ସଂସ୍କୃତି ଦହି ହାଣ୍ଡି ଉତ୍ସବକୁ ଶିବସେନା ନେତା ତଥା ବିଧାୟକ ପ୍ରତାପ ସରନାଏକ ଆୟୋଜନ କରନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।