କରୋନା ରୋଗୀଙ୍କ ଖର୍ଚ୍ଚ ବହନ କରିବେ ଏହି ସରକାର

ପାଟନା: କରୋନା ଭାଇରସର ମୁକାବିଲା କରିବା ପାଇଁ ଅଣ୍ଟା ଭିଡ଼ିଛନ୍ତି ବିହାର ସରକାର। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର କରୋନା ଭାଇରସ ବ୍ୟାପିବା ଆଶଙ୍କରେ ବିଧାନସଭାକୁ ମୁଲତବୀ ଘୋଷଣା କରିବାକୁ ପ୍ରସ୍ତାବ ଦେଇଥିଲେ। ଶେଷ ବାଚସ୍ପତି ଏହି ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ବାଚସ୍ପତିଙ୍କ ରୁଲିଂ ଅନୁଯାୟୀ, ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି। ସେହିପରି ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମଧ୍ୟ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ କରୋନା ଭାଇରସରେ ଆକ୍ରାନ୍ତ ହେଉଥିବା […]

y

y

Hemant Lenka
  • Published: Monday, 16 March 2020
  • Updated: 16 March 2020, 06:31 PM IST

Sports

Latest News

ପାଟନା: କରୋନା ଭାଇରସର ମୁକାବିଲା କରିବା ପାଇଁ ଅଣ୍ଟା ଭିଡ଼ିଛନ୍ତି ବିହାର ସରକାର। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର କରୋନା ଭାଇରସ ବ୍ୟାପିବା ଆଶଙ୍କରେ ବିଧାନସଭାକୁ ମୁଲତବୀ ଘୋଷଣା କରିବାକୁ ପ୍ରସ୍ତାବ ଦେଇଥିଲେ। ଶେଷ ବାଚସ୍ପତି ଏହି ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।

ବାଚସ୍ପତିଙ୍କ ରୁଲିଂ ଅନୁଯାୟୀ, ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି। ସେହିପରି ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମଧ୍ୟ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ କରୋନା ଭାଇରସରେ ଆକ୍ରାନ୍ତ ହେଉଥିବା ଲୋକଙ୍କ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର କରିବେ। ସେହିପରି କରୋନାରେ ପ୍ରାଣ ହରାଉଥିବା ଲୋକଙ୍କ ପରିବାର ବର୍ଗଙ୍କୁ ଏକ ଲକ୍ଷ ଟଙ୍କା ଲେଖାଏ କ୍ଷତି ପୂରଣ ଦିଆଯିବ ବୋଲି ସେ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos