କରୋନା ରୋଗୀଙ୍କ ଖର୍ଚ୍ଚ ବହନ କରିବେ ଏହି ସରକାର

ପାଟନା: କରୋନା ଭାଇରସର ମୁକାବିଲା କରିବା ପାଇଁ ଅଣ୍ଟା ଭିଡ଼ିଛନ୍ତି ବିହାର ସରକାର। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର କରୋନା ଭାଇରସ ବ୍ୟାପିବା ଆଶଙ୍କରେ ବିଧାନସଭାକୁ ମୁଲତବୀ ଘୋଷଣା କରିବାକୁ ପ୍ରସ୍ତାବ ଦେଇଥିଲେ। ଶେଷ ବାଚସ୍ପତି ଏହି ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।

ବାଚସ୍ପତିଙ୍କ ରୁଲିଂ ଅନୁଯାୟୀ, ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି। ସେହିପରି ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମଧ୍ୟ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ କରୋନା ଭାଇରସରେ ଆକ୍ରାନ୍ତ ହେଉଥିବା ଲୋକଙ୍କ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର କରିବେ। ସେହିପରି କରୋନାରେ ପ୍ରାଣ ହରାଉଥିବା ଲୋକଙ୍କ ପରିବାର ବର୍ଗଙ୍କୁ ଏକ ଲକ୍ଷ ଟଙ୍କା ଲେଖାଏ କ୍ଷତି ପୂରଣ ଦିଆଯିବ ବୋଲି ସେ କହିଛନ୍ତି।

ଆହୁରି ପଢ଼ନ୍ତୁ

ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ କରୋନା ସହିତ ଡେଙ୍ଗୁରେ ଆକ୍ରାନ୍ତ

ଶୁକ୍ରବାର ଏନସିବି ଆଗରେ ହାଜର ହେବେନି ଦୀପିକା

କୃଷି ବିଲକୁ ଜୋରଦାର ବିରୋଧ, ପଞ୍ଜାବରେ ରେଳ ରୋକ୍

କଙ୍ଗନାଙ୍କ ଯାଚିକା ନେଇ ସଞ୍ଜୟଙ୍କୁ ଜବାବ ମାଗିଲେ ହାଇକୋର୍ଟ

ବିଭିନ୍ନ ଠିକଣାରେ ରେଡ୍, ୭୦ କୋଟି ଟଙ୍କାର ବେଆଇନ୍ ସମ୍ପତ୍ତି ଠାବ

ପୂର୍ବତନ କ୍ରିକେଟର ଡିନ୍ ଜୋନ୍ସଙ୍କ ପରଲୋକ

ବିବାହକୁ ମାସେ ନ ପୁରୁଣୁ ପୁନମ ପାଣ୍ଡେଙ୍କ ବଡ଼ ନିଷ୍ପତ୍ତି

ଆଶ୍ଚର୍ଯ୍ୟଜନକ ଭାବେ ଟ୍ରେନ୍‌ ଟ୍ରାକ୍‌ରୁ ବର୍ତ୍ତିଗଲା ଦୁଇ ବର୍ଷ ବୟସ୍କ ବାଳକ!

ଲକଡାଉନ୍ ବେଳେ ନଦୀ ପାଣିର ମାନ ସେତେଟା ବୃଦ୍ଧି ପାଇନି

କରୋନା ପାଇଁ ଭାରତରେ ପ୍ରାୟ ୨ କୋଟି ଚାକିରି ହରାଇଲେଣି

ଅକ୍ଟୋବର ୨୨ ଯାଏ ବିଚାର ବିଭାଗୀୟ ହେପାଜତକୁ ଗଲେ ଉମର ଖାଲିଦ

ସମନ ପାଇବା ପରେ ଗୋଆ ଛାଡ଼ିଲେ ସାରା