ଖରା ପାଇଁ ୨୨ ଯାଏ ସ୍କୁଲ ଛୁଟି, ଲାଗୁ ହେଲା ୧୪୪ ଧାରା

ପାଟନା: ବିହାରରେ ଜାରି ରହିଥିବା ପ୍ରବଳ ଖରା ଓ ଲୁ ପାଇଁ ସମଗ୍ର ରାଜ୍ୟରେ ସ୍ଥିତି ବିଗିଡ଼ି ଯାଇଛି। ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଲୁ ଯୋଗୁ ଗତ ୩ ଦିନ ମଧ୍ୟରେ ରାଜ୍ୟର ପ୍ରାୟ ୧୮୩ ଜଣଙ୍କ ଜୀବନ ଯାଇଥିବା କୁହାଯାଉଛି। ସେହିପରି ଶହଶହ ଲୋକ ଗ୍ରୀଷ୍ମ ପ୍ରବାହ ଜନିତ ରୋଗରେ ଆକ୍ରାନ୍ତ ହୋଇ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି। ପାଟଣା ସମେତ ରାଜ୍ୟର ବିଭିନ୍ନ ସହରରେ ପାରଦ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏପରି […]

pic1

pic1

Hemant Lenka
  • Published: Monday, 17 June 2019
  • Updated: 17 June 2019, 05:45 PM IST

Sports

Latest News

ପାଟନା: ବିହାରରେ ଜାରି ରହିଥିବା ପ୍ରବଳ ଖରା ଓ ଲୁ ପାଇଁ ସମଗ୍ର ରାଜ୍ୟରେ ସ୍ଥିତି ବିଗିଡ଼ି ଯାଇଛି। ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଲୁ ଯୋଗୁ ଗତ ୩ ଦିନ ମଧ୍ୟରେ ରାଜ୍ୟର ପ୍ରାୟ ୧୮୩ ଜଣଙ୍କ ଜୀବନ ଯାଇଥିବା କୁହାଯାଉଛି। ସେହିପରି ଶହଶହ ଲୋକ ଗ୍ରୀଷ୍ମ ପ୍ରବାହ ଜନିତ ରୋଗରେ ଆକ୍ରାନ୍ତ ହୋଇ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି।

ପାଟଣା ସମେତ ରାଜ୍ୟର ବିଭିନ୍ନ ସହରରେ ପାରଦ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏପରି ସ୍ଥିତିରେ ଶିକ୍ଷା ବିଭାଗ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଗ୍ରୀଷ୍ମ ପ୍ରବାହ ଯୋଗୁ ଆସନ୍ତା ୨୨ ତାରିଖ ଯାଏ ରାଜ୍ୟର ସମସ୍ତ ସ୍କୁଲ ଓ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ବୋଲି ଘୋଷଣା କରାଯାଇଛି। ସେହିପରି ଗୟାରେ ଗରମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି।

ଶିକ୍ଷା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି ଯେ, “ଏବେ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ସମସ୍ତ ସରକାରୀ ଏବଂ ସରକାରୀ ଅନୁଦାନ ପ୍ରାପ୍ତ ସ୍କୁଲଗୁଡ଼ିକୁ ଆସନ୍ତା ୨୨ ତାରିଖ ଯାଏ ବନ୍ଦ ରଖାଯିବ। ସେହିପରି ଗ୍ରୀଷ୍ମ ଅବକାଶ ପରେ ସମସ୍ତ ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକ ଜୁନ୍‌ ୩୦ ଯାଏ ସକାଳୁଆ ହେବ।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story