ବିହାରରେ ୫ଟି ପର୍ଯ୍ୟାୟରେ ହେବ ବିଧାନସଭା ନିର୍ବାଚନ

ନୂଆଦିଲ୍ଲୀ: ବିହାର ନିର୍ବାଚନ ଲାଗି ତାରିଖ ଘୋଷଣା ହୋଇଛି । ୨୪୩ ଆସନ ବିଶିଷ୍ଟ ବିହାର ବିଧାନସଭା ପାଇଁ ୫ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ଅକ୍ଟୋବର ୧୨ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବ । ଏ ନେଇ ଆଜି ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର। ୧୬ ଅକ୍ଟୋବରରେ ୨ୟ, ୨୮ରେ ତୃତୀୟ, ନଭେମ୍ୱର ୧ରେ ଚତୁର୍ଥ ଓ ନଭେମ୍ୱର ୫ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ହେବ। ନଭେମ୍ୱର ୮ ତାରିଖରେ ଭୋଟ ଗଣତି […]

Nasim Zaidi

Rakesh Mallick
  • Published: Wednesday, 09 September 2015
  • , Updated: 09 September 2015, 10:48 AM IST

ନୂଆଦିଲ୍ଲୀ: ବିହାର ନିର୍ବାଚନ ଲାଗି ତାରିଖ ଘୋଷଣା ହୋଇଛି । ୨୪୩ ଆସନ ବିଶିଷ୍ଟ ବିହାର ବିଧାନସଭା ପାଇଁ ୫ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ଅକ୍ଟୋବର ୧୨ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବ । ଏ ନେଇ ଆଜି ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର। ୧୬ ଅକ୍ଟୋବରରେ ୨ୟ, ୨୮ରେ ତୃତୀୟ, ନଭେମ୍ୱର ୧ରେ ଚତୁର୍ଥ ଓ ନଭେମ୍ୱର ୫ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ହେବ। ନଭେମ୍ୱର ୮ ତାରିଖରେ ଭୋଟ ଗଣତି ହେବ ବୋଲି ମୁଖ୍ୟ ନିର୍ବାଚନ କମିଶନର ଘୋଷଣା କରିଛନ୍ତି ।

Related story