ନୂଆଦିଲ୍ଲୀ: ଗୁରୁବାର ଅରୁଣାଚଳପ୍ରଦେଶ ଏବଂ ସିକ୍କିମ୍ ପାଇଁ ବିଜେପି ତା'ର ପ୍ରାର୍ଥୀ ତାଲିକା ଘୋଷଣା କରିଛି। ସିକ୍କିମ୍ ପାଇଁ ଏହା ଦ୍ୱିତୀୟ ତାଲିକା ହୋଇଥିବାବେଳେ ଏଥିରେ ୧୨ ଜଣଙ୍କ ନାମ ଘୋଷଣା କରାଯାଇଛି। ଅନ୍ୟପକ୍ଷରେ ଅରୁଣାଚଳ ପାଇଁ ୬ ଜଣଙ୍କ ନାମ ଘୋଷଣା କରାଯାଇଛି। ବିଜେପିର ସେଣ୍ଟ୍ରାଲ ଇଲେକ୍ସନ୍ କମିଟି ସିଇସି ବୈଠକରେ ଏହାର ଅନୁମୋଦନ ପରେ ଏହି ତାଲିକା ଘୋଷଣା କରାଯାଇଛି।
ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ, ଅର୍ଥମନ୍ତ୍ରୀ ଅରୁଣ ଜେଟ୍ଲୀ, ବୈଦେଶିକ ମନ୍ତ୍ରୀ ସୁଷମା ସ୍ୱରାଜଙ୍କ ସହିତ ସିଇସିର ଅନ୍ୟ ସଦସ୍ୟମାନେ ଯୋଗ ଦେଇଥିଲେ।
ସୂଚନାଯୋଗ୍ୟ ଯେ, ୬୦ ଆସନ ବିଶିଷ୍ଟ ଅରୁଣାଚଳ ପ୍ରଦେଶ ଏବଂ ୩୨ ଆସନ ବିଶିଷ୍ଟ ସିକ୍କିମ୍ରେ ଉଭୟ ଲୋକସଭା ଏବଂ ବିଧାନସଭା ନିର୍ବାଚନ ଏକା ସମୟରେ ହେବ। ଏପ୍ରିଲ ୧୧ ତାରିଖରେ ଏହି ନିର୍ବାଚନ ଅନୁଷ୍ଠିତ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପୁଲିସ ଉପରେ ଗାଡି ଚଢ଼ାଇ ଚମ୍ପଟ ମାରିଲେ ଗଞ୍ଜେଇ ଗ୍ୟାଙ୍ଗ; ଦେଖନ୍ତୁ ଭିଡିଓ
ପୂର୍ବରୁ ସୂଚନା ପାଇ ଗଞ୍ଜେଇ ଗ୍ୟାଙ୍ଗକୁ ଧରିବା ପାଇଁ ଟୋଲ ପ୍ଲାଜାରେ ଅଟକାଇଥିଲା ପୁଲିସ। ଗାଡ଼ି ଚଢ଼ାଇ ଫେରାର୍ ହୋଇଗଲେ ଗଞ୍ଜେଇ ମାଫିଆ।
Crime
ପଡ଼ୋଶୀଙ୍କୁ ହତ୍ୟା କଲେ ବାପ-ପୁଅ, କଟା ମୁଣ୍ଡ ଧରି ଥାନାରେ ପହଞ୍ଚିଲେ
ସୁରେଶଙ୍କ ଝିଅ ଫେରାର ହେବା ପଛରେ ରାମଚନ୍ଦ୍ରଙ୍କ ହାତ ଥିବା ଆଶଙ୍କାରେ ତାଙ୍କୁ ବାପ-ପୁଅ ମାରି ଦେଇଛନ୍ତି।
National
ପୁଣି ପଲଟି ମାରିବେ କି ପଲଟୁରାମ୍? ନୀତୀଶଙ୍କୁ ବଡ଼ ଅଫର ଦେଲେ ଲାଲୁ
ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଇଣ୍ଡିଆ ମେଣ୍ଟକୁ ଫେରିବାକୁ ପ୍ରସ୍ତାବ ଦେଇଛନ୍ତି।
Viral
ଜୀଇଁଛି…ମାଲ୍ ମାରିକି ଶୋଇଛି
ବ୍ୟକ୍ତି ଜଣକ ସକାଳୁ ବିଦ୍ୟୁତ୍ ଖୁଣ୍ଟ ଉପରେ ଚଢ଼ି ଯାଇଥିଲେ। ଏହାପରେ ବିଦ୍ୟୁତ୍ ତାର ଉପରେ ଶୋଇଥିଲେ।
National
ପୁଣି ଟାର୍ଗେଟ୍ରେ ପ୍ରବାସୀ ଶ୍ରମିକ, ବସ୍ ଉପରେ ଆକ୍ରମଣ
୪ ଜଣ ପ୍ରବାସୀ ଶ୍ରମିକ ଆହତ ହୋଇଛନ୍ତି। ଏହି ମାମଲାରେ ପୁଲିସ ୮ ଜଣଙ୍କୁ ଅଟକ ରଖିଛି।