ଇଟାନଗର: ଉତ୍ତରାଖଣ୍ଡ ପରେ ଅରୁଣାଚଳ ପ୍ରଦେଶରେ ବିଜେପିକୁ ଝଟକା ଲାଗଛି। ରାଜ୍ୟରେ ରାଷ୍ଟ୍ରପତି ଶାସନ ଲାଗୁ କରାଯିବାକୁ ଅସାମ୍ବିଧାନିକ ବୋଲି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି। ଅରୁଣାଚଳ ପ୍ରଦେଶର ନବାବ ତୁକି ସରକାରଙ୍କୁ ହଟାଇ ବିଜେପି ସମର୍ଥନରେ କିଛି ବିଦ୍ରୋହୀ କଂଗ୍ରେସ ବିଧାୟକ ସରକାର ଗଢ଼ିଥିଲେ। ତେବେ ଏହି ପ୍ରକ୍ରିୟାକୁ ସମ୍ପୂର୍ଣ୍ଣ ଅସାମ୍ବିଧାନିକ ବୋଲି କହିଛନ୍ତି ସୁପ୍ରିମକୋର୍ଟ।
ଗତ ଡିସେମ୍ବର ୧୫ରେ ରାଜ୍ୟର ରାଜନୈତିକ ସ୍ଥିତି ଯାହା ଥିଲା ଏବେ ସେହି ସ୍ଥିତି ରହିବ ବୋଲି କୋର୍ଟ ତାଙ୍କ ନିର୍ଦ୍ଦେଶରେ କହିଛନ୍ତି। କୋର୍ଟ ରାୟ ଫଳରେ ନବାବ ତୁକି ପୁଣି ଥରେ ରାଜ୍ୟର ମୁଖ୍ୟମନ୍ତ୍ରୀ ହେବା ନିଶ୍ଟତ ହୋଇଛି। ତେବେ ତାଙ୍କୁ ବହୁମତ ପ୍ରମାଣ ଦେବାକୁ ପଡ଼ିବ।
ଅନ୍ୟପକ୍ଷରେ କୋର୍ଟଙ୍କ ରାୟ ପରେ କଂଗ୍ରେସ କେନ୍ଦ୍ର ସରକାର ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୀବ୍ର ସମାଲୋଚନା କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପ୍ଲାଟଫର୍ମରେ ଶୋଉଥିଲା, ଟ୍ରେନରେ ଦୁଷ୍କର୍ମ ପରେ ମାରୁଥିଲା
ଅଭିଯୁକ୍ତ ଜଣକ ବିଭିନ୍ନ ଷ୍ଟେସନର ପ୍ଲାଟଫର୍ମରେ ଶୋଉଥିଲା। ସୁବିଧା ଦେଖି ବିଭିନ୍ନ ଟ୍ରେନରେ ଚଢ଼ୁଥିଲା। ଏହି ସମୟରେ ଏକାକୀ ଯାତ୍ରା କରୁଥିବା ଲୋକଙ୍କୁ ସେ ଟାର୍ଗେଟ କରୁଥିଲା।
Crime
ଗଣଦୁଷ୍କର୍ମ ପରେ ନର୍ସଙ୍କ ଗୁପ୍ତାଙ୍ଗରେ ଲଙ୍କା ଗୁଣ୍ତ ଓ ବାଡ଼ି ଭର୍ତ୍ତି କରିଦେଲେ!
ନର୍ସଙ୍କ ଗୁପ୍ତାଙ୍ଗରେ ସେମାନେ ଲଙ୍କା ଗୁଣ୍ଡ ଓ ବାଡ଼ି ପୂରାଇ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି।
Politics
ମହାରାଷ୍ଟ୍ର ବିପର୍ଯ୍ୟୟ ପାଇଁ କଂଗ୍ରେସକୁ ଦାୟୀ କଲା ଟିମ ଠାକରେ
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିରୋଧୀ ମେଣ୍ଟ ଏମଭିଏର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ କଂଗ୍ରେସକୁ ଦାୟୀ କରିଛି ଟିମ ଠାକରେ।
Politics
ମୁଖ୍ୟମନ୍ତ୍ରୀ ପଦ ସହ ଅଧା କ୍ୟାବିନେଟ ନିଜ ପାଖରେ ରଖିବ ବିଜେପି, ସିନ୍ଦେ ସେନାକୁ ମିଳିବ...
ମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳ ସଂଖ୍ୟା ସର୍ବାଧିକ ୪୩ ହୋଇପାରିବ। ଏହା ମଧ୍ୟରୁ ଅଧା ବିଭାଗ ବିଜେପି ନିଜ ପାଖରେ ରଖିବ ବୋଲି କୁହାଯାଉଛି।
Politics
ଝାଡ଼ଖଣ୍ଡରେ ନୂଆ ସରକାର, ଶପଥ ନେଲେ ହେମନ୍ତ ସୋରେନ
ଝାଡଖଣ୍ଡର ୧୪ଶ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ହେମନ୍ତ ସୋରେନ। ଶକ୍ତି ପ୍ରଦର୍ଶନ କଲା ଇଣ୍ଡିଆ ମେଣ୍ଟ।