ଶପଥ ନେଲେ ୟେଦ୍ୟୁରପ୍ପା

ନୂଆଦିଲ୍ଲୀ: ଦୁଇଦିନର ଟଣା ଓଟରା ପରେ କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ବିଜେପି ନେତା ବି.ଏସ୍ ୟେଦ୍ୟୁରପ୍ପା। ରାଜ୍ୟପାଳ ଭଜୁଭାଇ ବାଲା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ବିଧାନସଭା ନିର୍ବାଚନରେ କୌଣସି ଦଳ ସଂଖ୍ୟା ଗରିଷ୍ଠତା ହାସଲ ନ କରିବା ପରେ ସରକାର ଗଠନକୁ ନେଇ ଛକାପଞ୍ଝା ଆରମ୍ଭ ହୋଇଯାଇଥିଲା। କଂଗ୍ରେସ ଓ ଜେଡିଏସ୍‌ ମିଳିତ ଭାବେ ସରକାର ଗଠନ କରିବାକୁ ରାଜ୍ୟପାଳଙ୍କ ପାଖରେ ଦାବି କରିଥିବା ବେଳେ ସର୍ବାଧିକ ଆସନ […]

karnatak

karnatak

Rakesh Mallick
  • Published: Thursday, 17 May 2018
  • Updated: 17 May 2018, 09:33 AM IST

Sports

Latest News

ନୂଆଦିଲ୍ଲୀ: ଦୁଇଦିନର ଟଣା ଓଟରା ପରେ କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ବିଜେପି ନେତା ବି.ଏସ୍ ୟେଦ୍ୟୁରପ୍ପା। ରାଜ୍ୟପାଳ ଭଜୁଭାଇ ବାଲା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

ବିଧାନସଭା ନିର୍ବାଚନରେ କୌଣସି ଦଳ ସଂଖ୍ୟା ଗରିଷ୍ଠତା ହାସଲ ନ କରିବା ପରେ ସରକାର ଗଠନକୁ ନେଇ ଛକାପଞ୍ଝା ଆରମ୍ଭ ହୋଇଯାଇଥିଲା। କଂଗ୍ରେସ ଓ ଜେଡିଏସ୍‌ ମିଳିତ ଭାବେ ସରକାର ଗଠନ କରିବାକୁ ରାଜ୍ୟପାଳଙ୍କ ପାଖରେ ଦାବି କରିଥିବା ବେଳେ ସର୍ବାଧିକ ଆସନ ଜିତିଥିବା ବିଜେପି ମଧ୍ୟ ଆବେଦନ କରିଥିଲା। ଉପୟ ପକ୍ଷ ସେମାନଙ୍କ ପାଖରେ ସଂଖ୍ୟା ଗରିଷ୍ଠତା ଥିବା ରାଜ୍ୟପାଳଙ୍କୁ ଜଣାଇଥିଲେ। ରାଜ୍ୟପାଳ ବିଜେପିକୁ ସରକାର ଗଠନ ପାଇଁ ଡାକିବା ସହ ବହୁମତ ସାବ୍ୟସ୍ତ କରିବାକୁ ୧୫ ଦିନ ସମୟ ଦେଇଥିଲେ। ଯାହାକୁ ବିରୋଧ କରି କଂଗ୍ରେସ ଓ ଜେଡିଏସ୍‌ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏହାର ଶୁଣାଣି ଗତକାଲି ରାତିରେ ସୁପ୍ରିମକୋର୍ଟରେ ହୋଇଥିଲା। କୋର୍ଟ ଏହାର ବିଚାର କରି ୟେଦ୍ୟୁରପ୍ପାଙ୍କ ଶପଥ ଗ୍ରହଣ ଉପରେ ରୋକ୍‌ ଲଗାଇବାକୁ ମନା କରିଦେଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story