ଲକ୍ଷ୍ମୌ: ଉତ୍ତର ପ୍ରଦେଶ ବୁଲନ୍ଦସହର ଲୋକସଭା ଆସନର ବିଜେପି ପ୍ରାର୍ଥୀ ତଥା ସାଂସଦ ଭୋଳା ସିଂହଙ୍କୁ ପୁଲିସ ଗୃହବନ୍ଦୀ କରି ରଖିଛି। ମତଦାନ ବେଳେ ନିଜ ସପକ୍ଷରେ ଭୋଟ ପାଇଁ ସେ ଅପିଲ୍ କରୁଥିବାର ଏକ ଭିଡିଓ ଭାଇରାଲ ହୋଇଥିଲା , ପରେ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ଏପରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।
ଶର୍ମା ଇଣ୍ଟର କଲେଜ ପୋଲିଂ ଷ୍ଟେସନରେ ବିଜେପି ପ୍ରାର୍ଥୀ ନିଜ ସପକ୍ଷରେ ଭୋଟ ପାଇଁ ଅପିଲ କରୁଥିବାର ଏକ ଭିଡିଓ ଭାଇରାଲ ହୋଇଛି। ଯେଉଁଥିରେ ଦଳୀୟ ସଂକେତ ପଦ୍ମ ଥିବା ଏକ ଉତ୍ତରୀୟ ପିନ୍ଧି ସେ ବିଜେପିକୁ ଭୋଟ ଦେବାପାଇଁ ନିବେଦନ କରୁଥିବାର ଦେଖିବାକୁ ମିଳିଛି। ଜଣେ ପୁଲିସ ଅଧିକାରୀ ଏପରି କରିବା ପାଇଁ ବିଜେପି ପ୍ରାର୍ଥୀଙ୍କୁ ବାରଣ କରିଥିଲେ, ହେଲେ ସେ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ପାଖରୁ ଅନୁମତି ଆଣିଛନ୍ତି ବୋଲି ଯୁକ୍ତି ବାଢ଼ିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ମହାରାଷ୍ଟ୍ରରେ ସୁଶାସନର ବିଜୟ ହୋଇଛି କହିଲେ ମୋଦି, କଂଗ୍ରେସକୁ କଲେ ଟାର୍ଗେଟ
ମହାରାଷ୍ଟ୍ରରେ ସୁଶାସନ ଓ ସାମାଜିକ ନ୍ୟାୟର ବିଜୟ ହୋଇଛି କହିଲେ ମୋଦି। ମିଛ, ବିଭାଜନକାରୀ ଶକ୍ତି ଓ ପରିବାରବାଦର ହାର୍ ହୋଇଛି କହି ବିରୋଧୀଙ୍କୁ କଲେ ସମାଲୋଚନା।
Politics
ଜେଏମଏମର ରାମଦାସଙ୍କ ଠାରୁ ହାରିଲେ ଚମ୍ପାଇ ସୋରେନଙ୍କ ପୁଅ
ବିଜେପି ତାଙ୍କୁ ପ୍ରଥମଥର ପାଇଁ ଘାଟଶିଳା ଆସନରୁ ପ୍ରାର୍ଥୀ କରିଥିଲା। ହେଲେ ତାଙ୍କୁ ଜେଏମଏମର ରାମଦାସ ସୋରେନଙ୍କ ଠାରୁ ହାରିବାକୁ ପଡ଼ିଛି।
Politics
ସୋରେନ ପରିବାରର ୩ ଜଣ ଜିତିଲେ, କିନ୍ତୁ ବିଜେପିରୁ ଲଢ଼ୁଥିବା ବଡ଼ ଭାଉଜ ହାରିଲେ
ଜେଏମଏମରୁ ବାହାରି ବିଜେପି ଟିକେଟରେ ଲଢ଼ୁଥିବା ହେମନ୍ତଙ୍କ ବଡ଼ ଭାଉଜ ଗୀତା ସୋରେନ ପରିବାରର ଏକମାତ୍ର ସଦସ୍ୟ ଭାବେ ପରାସ୍ତ ହୋଇଛନ୍ତି।
Politics
ଜିତିଲେ ରାଜ୍ୟପାଳଙ୍କ ବୋହୂ, ହାରିଲେ ଓଡ଼ିଶାର କଂଗ୍ରେସ ପ୍ରଭାରୀ
ପୂର୍ଣ୍ଣିମା ୧,୦୭,୧୯୧ ଖଣ୍ଡ ଭୋଟ ପାଇଥିବା ବେଳେ ଅଜୟ କୁମାରଙ୍କୁ ୬୪,୩୨୦ ଖଣ୍ଡ ଭୋଟ ମିଳିଛି।
National
ବାପା ହାରିଲେ, ଝିଅ ଜିତିଲେ
ମହାରାଷ୍ଟ୍ରରେ ୨୮୮ଟି ଆସନରୁ ବିଜେପି ମେଣ୍ଟ ୨୩୪ଟି ବିଜୟ ଲାଭ କରୁଥିବା ସ୍ପଷ୍ଟ ହେଉଛି। ଏହି ମେଣ୍ଟ ୨୨୦ଟି ଆସନରେ ବିଜୟୀ ହୋଇସାରିଥିବା ବେଳେ ୧୪ଟିରେ ଆଗରେ ରହିଛି।