ଆଲ୍ଲାହାବାଦ: ଆଜିଠାରୁ ଆଲ୍ଲାହାବାଦରେ ବିଜେପିର ଜାତୀୟ କାର୍ଯ୍ୟକାରିଣୀ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଉଦ୍ଘାଟନ କରିଛନ୍ତି। କାର୍ଯ୍ୟକାରିଣୀରେ ବରିଷ୍ଠ କେନ୍ଦ୍ର ମନ୍ତ୍ରୀ, ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ, ବରିଷ୍ଠ ନେତା, ଦଳୀୟ ସାଂସଦ ଓ ବିଧାୟକମାନେ ଯୋଗ ଦେଇଛନ୍ତି।
ଆସନ୍ତାକାଲି ପର୍ଯ୍ୟନ୍ତ ହେବାକୁ ଥିବା ଏହି କାର୍ଯ୍ୟକାରିଣୀରେ ଏନ୍ଡିଏ ସରକାରର ବିଭିନ୍ନ ସଫଳତା ଉପରେ ଆଲୋଚନା କରାଯିବ। ଏହାସହ ଆସନ୍ତ ଉତ୍ତପ୍ରଦେଶ, ପଞ୍ଜବ, ଉତ୍ତରାଖଣ୍ଡ ଓ ଗୋଆ ନିର୍ବାଚନକୁ ଆଖିରେ ରଖି ଦଳର ସାଂଗଠନିକ ସ୍ଥିତି ସୁଦୃଢ କରିବା ନେଇ ରୋଡ୍ମ୍ୟାପ ପ୍ରସ୍ତୁତ କରାଯିବ। କାର୍ଯ୍ୟକାରିଣୀରେ ଓଡ଼ିଶାରୁ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଜୁଏଲ ଓରାମଙ୍କ ସହ ୯ ଜଣ ଯୋଗ ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଗଣଦୁଷ୍କର୍ମ ପରେ ନର୍ସଙ୍କ ଗୁପ୍ତାଙ୍ଗରେ ଲଙ୍କା ଗୁଣ୍ତ ଓ ବାଡ଼ି ଭର୍ତ୍ତି କରିଦେଲେ!
ନର୍ସଙ୍କ ଗୁପ୍ତାଙ୍ଗରେ ସେମାନେ ଲଙ୍କା ଗୁଣ୍ଡ ଓ ବାଡ଼ି ପୂରାଇ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି।
Politics
ମହାରାଷ୍ଟ୍ର ବିପର୍ଯ୍ୟୟ ପାଇଁ କଂଗ୍ରେସକୁ ଦାୟୀ କଲା ଟିମ ଠାକରେ
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିରୋଧୀ ମେଣ୍ଟ ଏମଭିଏର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ କଂଗ୍ରେସକୁ ଦାୟୀ କରିଛି ଟିମ ଠାକରେ।
Politics
ମୁଖ୍ୟମନ୍ତ୍ରୀ ପଦ ସହ ଅଧା କ୍ୟାବିନେଟ ନିଜ ପାଖରେ ରଖିବ ବିଜେପି, ସିନ୍ଦେ ସେନାକୁ ମିଳିବ...
ମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳ ସଂଖ୍ୟା ସର୍ବାଧିକ ୪୩ ହୋଇପାରିବ। ଏହା ମଧ୍ୟରୁ ଅଧା ବିଭାଗ ବିଜେପି ନିଜ ପାଖରେ ରଖିବ ବୋଲି କୁହାଯାଉଛି।
Politics
ଝାଡ଼ଖଣ୍ଡରେ ନୂଆ ସରକାର, ଶପଥ ନେଲେ ହେମନ୍ତ ସୋରେନ
ଝାଡଖଣ୍ଡର ୧୪ଶ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ହେମନ୍ତ ସୋରେନ। ଶକ୍ତି ପ୍ରଦର୍ଶନ କଲା ଇଣ୍ଡିଆ ମେଣ୍ଟ।
Crime
ପ୍ରେମିକାକୁ ମାରି ୫୦ ଖଣ୍ଡ କଲା ପ୍ରେମିକ
ପ୍ରେମିକା ସହ ଲିଭ୍-ଇନରେ ରହି ଝାଡ଼ଖଣ୍ଡରେ ଅନ୍ୟ ମହିଳାଙ୍କୁ ଲୁଚି ଲୁଚି କରିଥିଲା ବିବାହ। ଧରାପଡ଼ିଯିବା ଭୟରେ ପ୍ରେମିକାକୁ ହତ୍ୟା କରି ୫୦ ଖଣ୍ଡ କରିଦେଲା ନରହନ୍ତା ପ୍ରେମିକ।