ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନ ପାଇଁ ଉତ୍ତରପ୍ରଦେଶରେ ରାଜନୀତି ଜୋର୍ ଧରିଛି। ଆଜି ବହୁଜନ ସମାଜବାଦୀ ପାର୍ଟି (ବିଏସପି) , ସମାଜବାଦୀ ପାର୍ଟି (ଏସପି) ଓ କଂଗ୍ରେସର ବହୁ ବିଧାୟକ ଲକ୍ଷ୍ନୌରେ ଭାରତୀୟ ଜନତା ପାର୍ଟିରେ ସାମିଲ୍ ହୋଇଛନ୍ତି।
ବିଏସ୍ପିର ୨ ଜଣ, ଏସ୍ପିର ୩ ଜଣ ଓ କଂଗ୍ରେସ ଦଳର ୩ ଜଣ ବିଧାୟକ ବିଜେପିରେ ସାମିଲ୍ ହୋଇଛନ୍ତି। କଂଗ୍ରେସର ସଞ୍ଜୟ ଜୟସବାଲ୍, ଶେର ବାହାଦୂର, ବିଏସ୍ପିର ରାଜେଶ ତ୍ରିପାଠୀ, ବାଲା ପ୍ରସାଦ ଅୱସ୍ଥି ଓ ଏସ୍ପିର ରାମପାଲ ଯାଦବ ଆଜି ବିଜେପିରେ ଯୋଗଦାନ କରିଛନ୍ତି।
ଆଜି ବିଜେପିର ସାମିଲ ହୋଇଥିବା ଅଧିକାଂଶ ବିଧାୟକ ପୂର୍ବରୁ ନିଜ ଦଳରେ ବିଦ୍ରୋହ କରି ଦଳରୁ ବହିଷ୍କାର ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପ୍ରେମିକାକୁ ହତ୍ୟା କରି ମୃତଦେହ ସହ ଦୁଇଦିନ ବିତାଇଲା ଅଭିଯୁକ୍ତ
ସୋଶାଲ ମିଡିଆରେ ମିଶିବା ପରେ ବଢ଼ିଥିଲା ପ୍ରେମ ସମ୍ପର୍କ। ରାଜ୍ୟ ବାହାରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କରିଛି ପୁଲିସ।
Politics
ଶେଷ ଘଣ୍ଟାରେ ପଡ଼ିଛି ୭୬ ଲକ୍ଷ ଭୋଟ! ମହାରାଷ୍ଟ୍ର ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା କଂଗ୍ରେସ
ମହାରାଷ୍ଟ୍ରରେ ଭୋଟ ଗ୍ରହଣ ଏବଂ ଗଣନା ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଥିବା ନେଇ ନିର୍ବାଚନ ଆୟୋଗଙ୍କୁ ଚିଠି ଲେଖିଲା କଂଗ୍ରେସ। ମାତ୍ର ୫ ମାସ ମଧ୍ୟରେ ମହାରାଷ୍ଟ୍ର ଭୋଟର ତାଲିକାରେ ପ୍ରାୟ ୪୭ ଲକ୍ଷ ନୂଆ ଭୋଟରଙ୍କୁ ଯୋଡ଼ା ଯାଇଥିବା ଅଭିଯୋଗ।
Science & Environment
ଘରେ ଲାଗିଛି ୧୫ ହଜାର ଗଛ, ଦିଲ୍ଲୀରେ ଥାଇ ବି ପ୍ରଦୂଷଣମୁକ୍ତ
ରକ୍ତ କର୍କଟରେ ଆକ୍ରାନ୍ତ ହେବା ପରେ ଦିଲ୍ଲୀ ଛାଡ଼ି ଚାଲିଯିବାକୁ ପରାମର୍ଶ ଦେଇଥିଲେ ଡାକ୍ତର।
Accident
ଓଲଟି ପଡ଼ିଲା ବସ୍; ୧୦ ଯାତ୍ରୀ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ
ଏକ ସରକାରୀ ବସ୍ ପାଖାପାଖି ୫୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିଲା।
Politics
ମହାରାଷ୍ଟ୍ରରେ ଟ୍ୱିଷ୍ଟ୍; ସରକାର ଗଠନ ପୂର୍ବରୁ ଗାଁକୁ ପଳେଇଲେ ସିନ୍ଦେ
ମହାୟୁତି ମହାମେଣ୍ଟର ବୈଠକ ବାତିଲ୍।