ଥିରୁଅନନ୍ତପୁରମ୍: କେରଳରର ଏର୍ଣ୍ଣାକୁଲମ ଜିଲ୍ଲା ସମୁଦ୍ର ଉପକୂଳରେ ଆଜି ଏକ ବଡ଼ ଦୁର୍ଘଟଣା ଘଟିଛି। ଗୋଟିଏ ଜାହାଜ ସହ ମାଛଧରା ବୋଟ୍ର ଧକ୍କା ହେବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ବୋଟ୍ରେ ଥିବା ଅନ୍ୟ ୧୧ ଜଣଙ୍କ ମଧ୍ୟରୁ ୨ ଜଣଙ୍କୁ ସୁରକ୍ଷିତ ଉଦ୍ଧାରା କରାଯାଇଥିବା ବେଳେ ଏବେ ବି ୯ ଜଣ ନିଖୋଜ ଅଛନ୍ତି।
ଧକ୍କା ଖାଇବା ପରେ ମାଛଧରା ବୋଟ୍ଟି ସଂପୂର୍ଣ୍ଣ ଧ୍ୱଂସ ହେବା ସହ ବୁଡ଼ି ଯାଇଥିଲା। ନିଖୋଜ ବ୍ୟକ୍ତିଙ୍କୁ ଉଦ୍ଧାର ପାଇଁ ଉଭୟ ନୌସେନା ଓ ତଟରକ୍ଷୀ ବାହିନୀ ପକ୍ଷରୁ ସର୍ଚ୍ଚ ଅପରେସନ୍ ଆରମ୍ଭ କରାଯାଇଛି।
ମୁଖ୍ୟମନ୍ତ୍ରୀ ପି ବିଜୟନ୍ ଘଟଣାର ତଦନ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଏର୍ଣ୍ଣାକୁଲମ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।