ନୂଆଦିଲ୍ଲୀ: ଆଫଗାନିସ୍ତାନର କାବୁଲ ପ୍ରାନ୍ତରେ ଥିବା ଏକ ସରକାରୀ ହସ୍ପିଟାଲ ନିକଟରେ ବିସ୍ପୋରଣ ହୋଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୮୫ ଜଣ ଆହତ ହୋଇଛନ୍ତି। ହସ୍ପିଟାଲ ନିକଟରେ ଥିବା ଟ୍ରକଟି ବିସ୍ପୋରଣ ହେବା ପରେ ଏହି ଅଘଟଣ ଘଟିଛି। ସକାଳ ୬ଟା ବେଳେ ଏହି ଅଘଟଣ ଘଟିଥିଲା। ଏହି ବିସ୍ପୋରଣ ପାଇଁ ତାଲିବାନ ନିଜକୁ ଦାୟୀ କରିଛି।
ଆଫଗାନିସ୍ତାନର ଟିଭି ଚ୍ୟାନେଲ୍ ଟୋଲୋ ନ୍ୟୁଜର ରିପୋର୍ଟ ଅନୁଯାୟୀ ବିସ୍ଫୋରଣ ଫଳରେ ପାଖରେ ଥିବା ଅନେକ ଅଫିସ ଘର କ୍ଷତିଗ୍ରସ୍ତ ହୋଇଛି। ପାଖରେ ଜାତୀୟ ସୁରକ୍ଷା ନିର୍ଦ୍ଦେଶାଳୟ ଥିଲେ ମଧ୍ୟ କୌଣସି ଅଧିକାରୀ ଏହି ବିସ୍ପୋରଣରେ ଆହତ କିମ୍ୱା ମୃତାହତ ହୋଇନଥିବା ସୂଚନା ରହିଛି। ତାଲିବାନଙ୍କ ଚାର୍ଗେଟରେ ଜାତୀୟ ସୁରକ୍ଷା ନିର୍ଦ୍ଦେଶାଳୟ ଅଫିସ ଥିଲା ବୋଲି ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆଜିଠୁ ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ
ଡିସେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଅଧିବେଶନକୁ ସୁରୁଖୁରୁରେ ଚଳାଇବାକୁ ଗତକାଲି ସର୍ବଦଳୀୟ ବୈଠକରେ ଆଲୋଚନା କରାଯାଇଛି।
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Politics
ଇସ୍ତଫା ଦେଲେ ହେମନ୍ତ ସୋରେନ, ନଭେମ୍ବର ୨୮ରେ ନେବେ ଶପଥ
ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା ଦେଲେ ହେମନ୍ତ ସୋରେନ।
Politics
ଆସନ୍ତାକାଲି ଶପଥ ନେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ!
ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଦାବି କରିଛି।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।