ସାନା: ୟେମେନର ରାଜଧାନୀ ସାନାର ଏକ ମସଜିଦ ନିକଟରେ ଆତ୍ମଘାତୀ କାର୍ ବୋମା ବିସ୍ଫୋରଣରେ ୨୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ବହୁ ଲୋକ ଗୁରୁତର ହୋଇଛନ୍ତି। ଆତଙ୍କବାଦୀ ସଂଗଠନ ଇସଲାମିକ୍ ଷ୍ଟେଟ୍ ବା ଆଇଏସ ଏହି ବୋମା ବିସ୍ଫୋରଣ ପାଇଁ ନିଜକୁ ଦାୟୀ କରିଛି ।
ସୂଚନାଯୋଗ୍ୟ, ମସଜିଦରେ ସନ୍ଧ୍ୟା ପ୍ରାର୍ଥନା ଚାଲିଥିବା ବେଳେ ଜଣେ ଆତ୍ମଘାତୀ ଆତଙ୍କୀ ବୋମା ନେଇ ବିସ୍ଫୋରଣ ଘଟାଇଥିଲା। ଏହାସହ ଏହି ସମୟରେ ଅନ୍ୟ ଏକ ବୋମା କାରରେ ବିସ୍ଫୋରଣ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Politics
ଇସ୍ତଫା ଦେଲେ ହେମନ୍ତ ସୋରେନ, ନଭେମ୍ବର ୨୮ରେ ନେବେ ଶପଥ
ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା ଦେଲେ ହେମନ୍ତ ସୋରେନ।
Politics
ଆସନ୍ତାକାଲି ଶପଥ ନେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ!
ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଦାବି କରିଛି।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Viral
ଅଟୋକୁ ଧକ୍କା ଦେଲା କାର୍, ପୁଲିସ୍ କର୍ମଚାରୀଙ୍କୁ ନିର୍ଦ୍ଧୁମ ଛେଚିଲେ ସ୍ଥାନୀୟ ଲୋକ
ପୁଲିସ କର୍ମଚାରୀଙ୍କୁ ସ୍ଥାନୀୟ ଲୋକେ ମାଡ଼ ମାରିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ୍ ହେଉଛି।