ଲଣ୍ଡନ: କରୋନାରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ଧୀରେଧୀରେ ସୁସ୍ଥ ହେଉଛନ୍ତି। ତଥାପି ସେ ଆଇସିୟୁରେ ରହିଛନ୍ତି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ସ୍ୱତନ୍ତ୍ର ଭାବେ ଧ୍ୟାନ ରଖାଯାଇଛି।
ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ମୁଖପାତ୍ର କହିଛନ୍ତି, “ସୋମବାର ଠାରୁ କରୋନା ଯୋଗୁ ବୋରିସ ଜନସନ ହସ୍ପିଟାଲକୁ ସ୍ଥାନାନ୍ତର ହୋଇଛନ୍ତି। ସେଠାରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଆଇସିୟୁରେ ରଖାଯାଇଥିଲା।
ଦୁଇ ଦିନ ଆଇସିୟୁରେ ରହିବା ପରେ ଆଜି ସେ ଧୀରେଧୀରେ ସୁସ୍ଥ ହେଉଛନ୍ତି। କିନ୍ତୁ ସେ ଆଇସିୟୁରୁ ବାହାରି ନାହାନ୍ତି। ଆମର ଆଶା ସେ ଖୁବଶୀଘ୍ର ସୁସ୍ଥ ହୋଇ ଘରକୁ ଫେରିବେ।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।