ବୋଷ୍ଟନ୍: ୨୦୧୩ ବୋଷ୍ଟନ୍ ମାରାଥନ୍ ବିସ୍ଫୋରଣ ଘଟଣାର ଅଭିଯୁକ୍ତ ଜୋଖାର୍ ଜାରନେବଙ୍କୁ ମୃତ୍ୟୁଦଣ୍ଡ ଶୁଣାଯାଇଛି। ଏହି ବିସ୍ଫୋରଣରେ ତିନି ଜଣ ଲୋକଙ୍କର ମୃତ୍ୟୁ ହୋଇଥିବା ବେଳେ ୨୬୪ ଜଣ ଆହତ ହୋଇଥିଲେ। ଆମେରିକାର ଏକ ଅଦାଲତ ଶୁକ୍ରବାର ୧୫ ଘଣ୍ଟା ଧରି ଯୁକ୍ତିତର୍କ ଶୁଣିବା ପରେ ୨୧ ବର୍ଷୀୟ ଜାରନେବଙ୍କୁ ବିଷାକ୍ତ ଇଞ୍ଜେକସନ୍ ଦେଇ ମୃତ୍ୟୁଦଣ୍ଡ ଦେବାକୁ ନିର୍ଦ୍ଦେଶ ଦେଇଥିଲେ।
୧୫ ଅପ୍ରିଲ ୨୦୧୩ରେ ବୋଷ୍ଟନ୍ ମାରାଥନ୍ ଦୌଡ ସମୟରେ ସେଠାରେ ଦୁଇଟି ପ୍ରେସର୍ କୁକୁରରେ ବୋମା ରଖିଥିବାରୁ ଜାରନେବଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଥିଲା। ଜାରନେବଙ୍କ ଉପରେ ଲାଗିଥିବା ୧୭ଟି ଅପରାଧ ମାମଲାରେ ଛଅଟି ପାଇଁ ମୃତ୍ୟୁଦଣ୍ଡ ଦିଆଯାଇଛି। ବୋମା ବିସ୍ଫୋରଣରେ ମୃତ୍ୟୁ ହୋଇଥିବା ଆଠ ବର୍ଷୀୟ ରିଚାର୍ଡ ଓ ୨୩ ବର୍ଷୀୟ ଚୀନ ଛାତ୍ର ଲିଙ୍ଗଜୁ ଲୁଙ୍କ ହତ୍ୟାରେ ସେ ସାମିଲ ଥିଲା। ଜାରନେବଙ୍କୁ ମୃତ୍ୟୁର ସଜା ଶୁଣାଯିବା ସମୟରେ ସେ କଳା ରଙ୍ଗର କୋର୍ଟ ଓ ହାଲକା ରଙ୍ଗର ଶର୍ଟ ପିନ୍ଧି ଅଦାଲତରେ ଚୁପଚାପ୍ ହୋଇ ଠିଆ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।