ନୂଆଦିଲ୍ଲୀ: ବିଜେପିର ରାଜ୍ୟସଭା ସାଂସଦ ସୁବ୍ରମଣ୍ୟମ୍ ସ୍ୱାମୀ ଏବେ ଚୀନରେ ବେଜିଂରେ ଅଛନ୍ତି। ତେବେ ସେଠାରେ ଥାଇ ବି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ ତାଙ୍କ ଜ୍ୱାଇଁ ରବର୍ଟ ଭଦ୍ରାଙ୍କୁ ସେ ଟାର୍ଗେଟ୍ କରିଛନ୍ତି। ସେ କହିଛନ୍ତି,“ଲଣ୍ଡନରେ ରବର୍ଟ ଭଦ୍ରାଙ୍କର ଯେଉଁ ସବୁ ସଂପତ୍ତି ରହିଛି ସେଗୁଡ଼ିକର ଯାଞ୍ଚ ହେବା ଆବଶ୍ୟକ। ତାଙ୍କର ବ୍ରିଟେନ୍ରେ ଅନେକ ବେନାମୀ ସଂପତ୍ତି ଅଛି।”
ସ୍ୱାମୀ ଆହୁରି ଅଭିଯୋଗ କରିଛନ୍ତି ଯେ ରବର୍ଟ ଭଦ୍ରା ବ୍ରିଟିଶ ନାଗରିକତ୍ୱ ପାଇବା ପାଇଁ ଉଦ୍ୟମ ଚଳାଇଛନ୍ତି। ତାଙ୍କୁ ବ୍ରିଟିଶ ନାଗରିକତ୍ୱ ମିଳିବା ପୂର୍ବରୁ ଭାରତ ସରକାର ଏନେଇ ଠୋସ୍ ପଦକ୍ଷେପ ଗ୍ରହଣ କରିବା ଆବଶ୍ୟକ।”
ଅନ୍ୟପକ୍ଷରେ କଂଗ୍ରେସ ଏ ସବୁ ଅଭିଯୋଗ ଭିତ୍ତିହୀନ ବୋଲି କହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ବଦଳିଲା ମମତାଙ୍କ ସ୍ୱର: କହିଲେ- ଆମେ କେନ୍ଦ୍ର ସହ ଅଛୁ
ସବୁ ପ୍ରସଙ୍ଗରେ କେନ୍ଦ୍ରରେ କ୍ଷମତାସୀନ ବିଜେପି ସରକାରଙ୍କୁ ଟାର୍ଗେଟ କରୁଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସ୍ୱର ହଠାତ ବଦଳିଛି।
National
ମୁଖ୍ୟମନ୍ତ୍ରୀ ପଦ ବଦଳରେ ଏକନାଥଙ୍କୁ ମିଳିବ ତିନୋଟି ମନ୍ତ୍ରଣାଳୟ!
ମିଳିଥିବା ସୂତ୍ରରୁ ସୂଚନା ଅନୁସାରେ ଏକନାଥ ସିନ୍ଦେଙ୍କୁ ନଗର ଉନ୍ନୟନ ମନ୍ତ୍ରଣାଳୟ, ଜନସମ୍ପର୍କ ମନ୍ତ୍ରଣାଳୟ ଏବଂ ଜଳ ସମ୍ପଦ ମନ୍ତ୍ରଣାଳୟ ଦେଇପାରନ୍ତି କେନ୍ଦ୍ର ସରକାର।
National
ରାଜଧାନୀରେ ଭୟଙ୍କର ବିସ୍ଫୋରଣ, PVR ସିନେମା ନିକଟରେ ବ୍ଲାଷ୍ଟ
ଲୋକେ ଭୟଭୀତ ହୋଇ ପଡିଛନ୍ତି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ ଆରମ୍ଭ କରିଛି।
National
ହାତରେ ସମ୍ବିଧାନ ଧରି ଶପଥ ନେଲେ ପ୍ରିୟଙ୍କା ଗାନ୍ଧି
ଶପଥ ଗ୍ରହଣ ସମୟରେ ପ୍ରିୟଙ୍କା ଗାନ୍ଧି କେରଳର ପାରମ୍ପରିକ କାସାଭୁ ଶାଢ଼ୀ ପିନ୍ଧିଥିବା ନଜର ଆସିଛନ୍ତି।
National
ମୋଦିଙ୍କୁ ହତ୍ୟା ପାଇଁ ଚାଲିଛି ଷଡ଼ଯନ୍ତ୍ର, ପୁଲିସ ପାଖକୁ ଆସିଲା କଲ୍
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ହତ୍ୟା କରିବା ପାଇଁ ଷଡଯନ୍ତ୍ର କରାଯାଉଛି ବୋଲି ଫୋନ୍ କରିଥିବା ବ୍ୟକ୍ତି ଦାବି କରିଛନ୍ତି।