ଉପଭୋକ୍ତା ସ୍ଥିର କରିବେ କେଉଁଠୁ ଆଣିବେ ବିଦ୍ୟୁତ୍

ନୂଆଦିଲ୍ଲୀ: ସଂସଦରେ ଚାଲିଛି ବଜେଟ ଉପସ୍ଥାପନ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଚଳିତ ସାଧାରଣ ବଜେଟ-୨୦୨୧-୨୨ ଉପସ୍ଥାପନ କରୁଛନ୍ତି। ତେବେ ଚଳିତ ବଜେଟରେ ଶକ୍ତି କ୍ଷେତ୍ରରେ ବଡ ସଂସ୍କାର ଆଣିବାକୁ ଘୋଷଣା ହୋଇଛି।  ତେବେ ଆଉ କ’ଣ ସବୁ ଘୋଷଣା ହୋଇଛି ଜାଣନ୍ତୁ। ହାଇଡ୍ରୋଜେନ୍ ଏନର୍ଜୀ ମିଶନ ଆରମ୍ଭ କରାଯିବାକୁ ଘୋଷଣା ଶକ୍ତି କ୍ଷେତ୍ରରେ ସଂସ୍କାର ଆଣିବାକୁ ବଜେଟରେ ବଡ଼ ଘୋଷଣା କାହାଠାରୁ ବିଦ୍ୟୁତ ଆଣିବେ, ଏବେ ସ୍ଥିର କରିପାରିବେ ଉପଭୋକ୍ତା ଉଜ୍ଜ୍ୱଳା ଯୋଜନା ସଂପ୍ରସାରଣ ପାଇଁ […]

Budget update

Budget update

Madhupriya Mistry
  • Published: Monday, 01 February 2021
  • Updated: 01 February 2021, 12:16 PM IST

ନୂଆଦିଲ୍ଲୀ: ସଂସଦରେ ଚାଲିଛି ବଜେଟ ଉପସ୍ଥାପନ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଚଳିତ ସାଧାରଣ ବଜେଟ-୨୦୨୧-୨୨ ଉପସ୍ଥାପନ କରୁଛନ୍ତି। ତେବେ ଚଳିତ ବଜେଟରେ ଶକ୍ତି କ୍ଷେତ୍ରରେ ବଡ ସଂସ୍କାର ଆଣିବାକୁ ଘୋଷଣା ହୋଇଛି।  ତେବେ ଆଉ କ'ଣ ସବୁ ଘୋଷଣା ହୋଇଛି ଜାଣନ୍ତୁ।

  • ହାଇଡ୍ରୋଜେନ୍ ଏନର୍ଜୀ ମିଶନ ଆରମ୍ଭ କରାଯିବାକୁ ଘୋଷଣା
  • ଶକ୍ତି କ୍ଷେତ୍ରରେ ସଂସ୍କାର ଆଣିବାକୁ ବଜେଟରେ ବଡ଼ ଘୋଷଣା
  • କାହାଠାରୁ ବିଦ୍ୟୁତ ଆଣିବେ, ଏବେ ସ୍ଥିର କରିପାରିବେ ଉପଭୋକ୍ତା
  • ଉଜ୍ଜ୍ୱଳା ଯୋଜନା ସଂପ୍ରସାରଣ ପାଇଁ ସୀତାରମଣଙ୍କ ଘୋଷଣା
  • ଏବେ ୮ କୋଟି ପରିବାର ପାଉଛନ୍ତି, ଆଉ ୧ କୋଟି ବୃଦ୍ଧି କରାଯିବ
  • ଜାମ୍ମୁ କାଶ୍ମୀରରେ ଗ୍ୟାସ୍ ପାଇପଲାଇନ ବିଛାଇବାକୁ ଘୋଷଣା
  • ଆଗାମୀ ୩ ବର୍ଷରେ ଆଉ ୧୦୦ ଜିଲ୍ଲାରେ ସିଟି ଗ୍ୟାସ୍ ବିତରଣ
  • ବୀମା କ୍ଷେତ୍ରରେ ୭୪% FDI ପାଇଁ ବଜେଟରେ ଘୋଷଣା
  • ବୀମା କ୍ଷେତ୍ରରେ FDI ୪୯%ରୁ ୭୪% ବୃଦ୍ଧି ପାଇଁ ଘୋଷଣା
  • LICରେ ପୁଞ୍ଜିନିବେଶ ପାଇଁ ଆଇପିଓ ଆସିବ
  • ୨ଟି ପବ୍ଲିକ ସେର ବ୍ୟାଙ୍କରୁ ପୁଞ୍ଜି ପ୍ରତ୍ୟାହାର ହେବ
  • ବଜେଟରେ ଚାଷୀଙ୍କ ଉନ୍ନତି ପାଇଁ ବ୍ୟାପକ ବ୍ୟବସ୍ଥା ହୋଇଛି
  • ଚାଷୀଙ୍କ ଆୟ ଦେଢ଼ ଗୁଣ ବଢ଼ାଇବାକୁ ବ୍ୟାପକ ପଦକ୍ଷେପ ନିଆଯାଇଛି

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos