ନୂଆଦିଲ୍ଲୀ: ଚଳିତ ସାଧାରଣ ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଟ୍ୟାକ୍ସ କ୍ଷେତ୍ରକୁ ନେଇ ବଡ ଘୋଷଣା କରିଛନ୍ତି। ଆୟକର ରିଟର୍ଣ୍ଣ ଛାଡ ପାଇଁ ନୂଆ ନିୟମ ଲାଗୁଛି। ଟ୍ୟାକ୍ସ ଏବଂ ଅଡିଟ୍କୁ ନେଇ ଚଳିତ ବଜେଟ୍ରେ କ'ଣ ସବୁ ଘୋଷଣା ହୋଇଛି ଆସନ୍ତୁ ଜାଣିବା।
- ବରିଷ୍ଠ ନାଗରିକଙ୍କ ପାଇଁ ଟିକସ କ୍ଷେତ୍ରରେ ବଡ଼ ରିହାତି
- ୭୫ ବର୍ଷରୁ ଅଧିକ ବୟସ୍କଙ୍କ ପାଇଁ ଆୟକର ରିଟର୍ଣ୍ଣ ଛାଡ଼
- କେବଳ ପେନସନରେ ବଞ୍ଚୁଥିବା ବରିଷ୍ଠ ନାଗରିକଙ୍କୁ ରିଟର୍ଣ୍ଣ ମନା
- ପ୍ରତିଷ୍ଠା ହେବ ନେସନାଲ ଫେସ୍ଲେସ୍ ଇନକମ ଟ୍ୟାକ୍ସ ଆପିଲେଟ ଟ୍ରିବ୍ୟୁନାଲ
- ଏଣିକି ୧୦ କୋଟି କାରବାର ଥିବା କଂପାନୀ ପାଇଁ ଅଡିଟ ଅନାବଶ୍ୟକ
- ଅଡିଟ ଛାଡ଼ କାରବାର ପରିମାଣ ୫ କୋଟିରୁ ୧୦ କୋଟିକୁ ବୃଦ୍ଧି
- ବୀମା କ୍ଷେତ୍ରରେ ୭୪% FDI ପାଇଁ ବଜେଟରେ ଘୋଷଣା
- ବୀମା କ୍ଷେତ୍ରରେ FDI ୪୯%ରୁ ୭୪% ବୃଦ୍ଧି ପାଇଁ ଘୋଷଣା
- LICରେ ପୁଞ୍ଜିନିବେଶ ପାଇଁ ଆଇପିଓ ଆସିବ
- ୨ଟି ପବ୍ଲିକ ସେକ୍ଟର ବ୍ୟାଙ୍କରୁ ପୁଞ୍ଜି ପ୍ରତ୍ୟାହାର ହେବ
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସ୍କୁଲ ଛାଡ଼ିବାକୁ ଯିବା ବେଳେ ୨ ନାବାଳକ ସାବତ ଭାଇଙ୍କ ତଣ୍ଟି କାଟିଦେଲା
ଅଭିଯୁକ୍ତ ନୀରଜ ଶର୍ମା ତା’ର ଦୁଇ ସାବତ ଭାଇଙ୍କୁ ବାଇକରେ ସ୍କୁଲ ଛାଡ଼ିବାକୁ ନେଇଥିଲା। କିନ୍ତୁ ସ୍କୁଲ ଯିବା ବଦଳରେ ସେ ଉଭୟଙ୍କୁ ଗୋଟିଏ ନିଛାଟିଆ ସ୍ଥାନକୁ ନେଇ ଯାଇଥିଲା। ସେଠାରେ ସେ ଉଭୟଙ୍କୁ ତଣ୍ଟି କାଟି ହତ୍ୟା କରିଥିଲା।
National
ଶେଖ ହସିନାଙ୍କୁ ଢାକା ପଠାଅ: ଭାରତକୁ ଚିଠି ଲେଖିଲା ବାଂଲାଦେଶ
ଢାକା ଭିତ୍ତିକ ଅନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲ(ଆଇସିଟି) ମାନବଜାତି ବିରୋଧରେ ଅପରାଧ ଓ ନରସଂହାର ଅଭିଯୋଗରେ ଶେଖ ହସିନା, ତାଙ୍କ ସରକାରରେ ଥିବା ମନ୍ତ୍ରୀ, ପରାମର୍ଶଦାତା, ପୂର୍ବତନ ସାମରିକ ଓ ବେସାମରିକ ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାଣି କରିଛନ୍ତି।
Crime
ହୋଟେଲ ପାର୍କିଂରେ ଟ୍ରିପଲ ମର୍ଡର: ଦୁଇ ଯୁବକ, ଜଣେ ଯୁବତୀଙ୍କୁ ଗୁଳି କରି ହତ୍ୟା
ଗୁଳିମାଡ଼ରେ ଦିଲ୍ଲୀର ଭିକ୍କି ଓ ବିପିନଙ୍କ ସମେତ ହିର୍ସାର ନିଆଙ୍କ ମୃତ୍ୟୁ ହୋଇଛି। ହୋଟେଲର ପାର୍କିଂରେ ଏମାନେ ଛିଡ଼ା ହୋଇଥିବା ବେଳେ କିଛି ଦୁର୍ବୃତ୍ତ ସେଠାରେ ପହଞ୍ଚି ୩ ଜଣଙ୍କୁ ହତ୍ୟା କରିଛନ୍ତି।
National
ପୁଲିସ୍ ପଞ୍ଝାରେ ‘ଲୁଟେରୀ ଦୁଲହନ’: ୩ ବିବାହ, ୧.୨୫ କୋଟି ଠକେଇ
ଗୋଟିଏ ଦଶନ୍ଧି ମଧ୍ୟରେ ମହିଳା ଜଣଙ୍କ ଏକାଧିକ ପୁରୁଷଙ୍କୁ ବିବାହ କରିବା ସହ କେମିତି ୧.୨୫ କୋଟିରୁ ଅଧିକ ଟଙ୍କା ସେମାନଙ୍କ ଠାରୁ ହଡ଼ପ କରିଥିଲା, ତା’ର ତଥ୍ୟ ସାମ୍ନାକୁ ଆସିଛି।
National
UPSC ଠକେଇ ମାମଲା: ଗିରଫ ହେବେ କି ପୂଜା ଖେଡକର?
ତାଙ୍କୁ ପୂର୍ବରୁ ଗିରଫଦାରୀରୁ ମିଳିଥିବା ସୁରକ୍ଷାକୁ ମଧ୍ୟ କୋର୍ଟ ହଟାଇ ଦେଇଛନ୍ତି।