ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଲା ସୀତାରମଣ ସଂସଦରେ ଚଳିତ ବର୍ଷର ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି। ଚଳିତ ଦଶନ୍ଧିର ପ୍ରଥମ ପେପରଲେସ ବଜେଟ୍ ଉପସ୍ଥାପନ ହୋଇଛି। ଆଜି କେନ୍ଦ୍ର ଅର୍ଥମନ୍ତ୍ରୀ ଉପସ୍ଥାପନ କରୁଥିବା ୨୦୨୧-୨୨ ବଜେଟ୍ ଭଳି ବଜେଟ୍କୁ ‘ପୂର୍ବରୁ କେବେ ଉସ୍ଥାପିତ ହୋଇ ନ ଥିବା କିମ୍ବା ‘ମିନି ବଜେଟ୍ସ୍’ ବୋଲି କୁହାଯାଉଛି। ବଜେଟରେ ବିଭିନ୍ନ କ୍ଷେତ୍ର ପାଇଁ ବ୍ୟାପକ ପ୍ୟାକେଜ ମଧ୍ୟ ଘୋଷଣା ହୋଇଛି। ତେବେ ଚଳିତ ବର୍ଷର ବଜେଟରେ କ'ଣ ଶସ୍ତା ହୋଇଛି ଆଉ କ'ଣ ମହଙ୍ଗା, ଆସନ୍ତୁ ଜାଣିବା
ମହଙ୍ଗା:- ବିଦ୍ୟୁତ ଉପକରଣ, ମୋବାଇଲ ଫୋନ, ମୋବାଇଲ ଚାର୍ଜର, ରତ୍ନ ପଥର, ସୋଲାର ଇନଭର୍ଟର, କଟନ୍ ପୋଷାକ, ସିଲ୍କ ପୋଷାକ, ବିଦେଶୀ ଅଟୋ ପାର୍ଟସ, ବିଦେଶୀ ଖାଦ୍ୟ ତୈଳ, ପେଟ୍ରୋଲ ଓ ଡିଜେଲ୍, ମଦ
ଶସ୍ତା:- ଲୁହା, ଷ୍ଟିଲ, ନାଇଲନ୍ ପୋଷାକ, ତମ୍ବା, ବୀମା, ଜୋତା, ସୋଲାର ଲଣ୍ଠନ, କପର୍ ସ୍କ୍ରାପ୍, ସୁନା, ରୁପା
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଫୁଟ୍ପାଥରେ ଶୋଇଥିଲେ ୯ ଜଣ, ମାଡ଼ିଗଲା ଡମ୍ପର୍
ଘଟଣାସ୍ଥଳରେ ହିଁ ୩ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୨ଜଣ ଛୋଟ ପିଲା ଅଛନ୍ତି। ସେହିପରି ଅନ୍ୟ ୬ ଜଣ ଗୁରୁତର ହୋଇଛନ୍ତି।
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
National
ଏଥର ବି ସାଧାରଣତନ୍ତ୍ର ଦିବସରେ ଦିଶିବନି ଦିଲ୍ଲୀର ପ୍ରଜ୍ଞାପନ ମେଢ଼
ଏହାକୁ ମିଶାଇ ୪ର୍ଥ ଥର ପାଇଁ ଦେଶର ରାଜଧାନୀ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ପ୍ରଦର୍ଶିତ କରିବାକୁ ଅନୁମତି ମିଳିନାହିଁ।
Politics
ବିଭାଗ ବଣ୍ଟନକୁ ନେଇ ମହାୟୁତି ମେଣ୍ଟରେ ଅସନ୍ତୋଷ, ସ୍ୱୀକାର କଲେ ଅଜିତ ପାୱାର
ଶନିବାର ରାତିରେ ମହାରାଷ୍ଟ୍ର ସରକାରରେ ମନ୍ତ୍ରୀମଣ୍ଡଳ ବିଭାଗ ବଣ୍ଟନ ହୋଇଛି। ମନ୍ତ୍ରୀଙ୍କ ସଂଖ୍ୟା ଅଧିକ ଥିବାରୁ ସମସ୍ତଙ୍କୁ ଗୋଟିଏ ଲେଖାଏଁ ବିଭାଗ ଦେବାକୁ ପଡ଼ିଲା ବୋଲି କହିଲେ ଅଜିତ ପାୱାର।
National
ଅଲ୍ଲୁ ଅର୍ଜୁନଙ୍କ ଘର ଆଗରେ ବିକ୍ଷୋଭ ଓ ଭଙ୍ଗାରୁଜା, ୮ ଗିରଫ
ବିକ୍ଷୋଭକାରୀ ଅଲ୍ଲୁ ଅର୍ଜୁନଙ୍କ ବାସଭବନରେ ଧସେଇ ପଶିବାକୁ ଉଦ୍ୟମ କରିଥିଲେ। ୮ ଜଣଙ୍କୁ ଉଠାଇ ନେଇଛି ପୁଲିସ।