୨୭ଟି ସହରରେ ଆଉ ୧୦୬୦କିମି ମେଟ୍ରୋ ଲାଇନ ହେବ

ନୂଆଦିଲ୍ଲୀ: ସଂସଦରେ ଚାଲିଛି ବଜେଟ ଉପସ୍ଥାପନ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଚଳିତ ସାଧାରଣ ବଜେଟ-୨୦୨୧-୨୨ ଉପସ୍ଥାପନ କରୁଛନ୍ତି। ରେଲେୱେ ପାଇଁ ବଜେଟରେ ୧, ୧୦, ୦୫୫ କୋଟି ବ୍ୟୟବରାଦ ରେଳ ଲାଇନ ବିଦ୍ୟୁତକରଣ କାର୍ଯ୍ୟ ୭୨% ପୂରଣ ଲକ୍ଷ୍ୟ ୨୭ଟି ସହରରେ ଆଉ ୧୦୬୦କିମି ମେଟ୍ରୋ ଲାଇନ ହେବ ବେଙ୍ଗଲୁରୁ ଏବଂ ଚେନ୍ନାଇ ମେଟ୍ରୋ ସଂପ୍ରସାରଣ ହେବ ୨୦୨୨ ମାର୍ଚ୍ଚ ସୁଦ୍ଧା ଆଉ ୧୧ ହଜାର କିମି NH ତିଆରି ହେବ କେବଳ ପଶ୍ଚିମ ବଙ୍ଗରେ […]

Nirmala-budget

Madhupriya Mistry
  • Published: Monday, 01 February 2021
  • , Updated: 15 February 2021, 04:39 PM IST

ନୂଆଦିଲ୍ଲୀ: ସଂସଦରେ ଚାଲିଛି ବଜେଟ ଉପସ୍ଥାପନ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଚଳିତ ସାଧାରଣ ବଜେଟ-୨୦୨୧-୨୨ ଉପସ୍ଥାପନ କରୁଛନ୍ତି।

  • ରେଲେୱେ ପାଇଁ ବଜେଟରେ ୧, ୧୦, ୦୫୫ କୋଟି ବ୍ୟୟବରାଦ
  • ରେଳ ଲାଇନ ବିଦ୍ୟୁତକରଣ କାର୍ଯ୍ୟ ୭୨% ପୂରଣ ଲକ୍ଷ୍ୟ
  • ୨୭ଟି ସହରରେ ଆଉ ୧୦୬୦କିମି ମେଟ୍ରୋ ଲାଇନ ହେବ
  • ବେଙ୍ଗଲୁରୁ ଏବଂ ଚେନ୍ନାଇ ମେଟ୍ରୋ ସଂପ୍ରସାରଣ ହେବ
  • ୨୦୨୨ ମାର୍ଚ୍ଚ ସୁଦ୍ଧା ଆଉ ୧୧ ହଜାର କିମି NH ତିଆରି ହେବ
  • କେବଳ ପଶ୍ଚିମ ବଙ୍ଗରେ ଆଉ ୬୭୫ କିମି NH ହେବ
  • ଜୁନ୍ ୨୦୨୨ ସୁଦ୍ଧା ୨ଟି ରେଳ ଫ୍ରେଟ କରିଡର ସଂପୂର୍ଣ୍ଣ କରାଯିବ
  • ଆଉ ୩ଟି ରେଳ ଫ୍ରେଟ କରିଡର ପାଇଁ ବଜେଟରେ ଘୋଷଣା
  • ଖଡ଼ଗପୁରରୁ ବିଜୟୱାଡ଼ା ହେବ ଇଷ୍ଟକୋଷ୍ଟ କରିଡ଼ର
  • ଇଷ୍ଟ-ୱେଷ୍ଟ କରିଡର ଏବଂ ନର୍ଥ-ସାଉଥ କରିଡ଼ର ପାଇଁ ବି ଘୋଷଣା
  • ହାଇଡ୍ରୋଜେନ୍ ଏନର୍ଜୀ ମିଶନ ଆରମ୍ଭ କରାଯିବାକୁ ଘୋଷଣା
  • ଶକ୍ତି କ୍ଷେତ୍ରରେ ସଂସ୍କାର ଆଣିବାକୁ ବଜେଟରେ ବଡ଼ ଘୋଷଣା
  • କାହାଠାରୁ ବିଦ୍ୟୁତ ଆଣିବେ, ଏବେ ସ୍ଥିର କରିପାରିବେ ଉପଭୋକ୍ତା
  • ଉଜ୍ଜ୍ୱଳା ଯୋଜନା ସଂପ୍ରସାରଣ ପାଇଁ ସୀତାରମଣଙ୍କ ଘୋଷଣା
  • ଏବେ ୮ କୋଟି ପରିବାର ପାଉଛନ୍ତି, ଆଉ ୧ କୋଟି ବୃଦ୍ଧି କରାଯିବ
  • ଜାମ୍ମୁ କାଶ୍ମୀରରେ ଗ୍ୟାସ୍ ପାଇପଲାଇନ ବିଛାଇବାକୁ ଘୋଷଣା
  • ଆଗାମୀ ୩ ବର୍ଷରେ ଆଉ ୧୦୦ ଜିଲ୍ଲାରେ ସିଟି ଗ୍ୟାସ୍ ବିତରଣ
  • ବୀମା କ୍ଷେତ୍ରରେ ୭୪% FDI ପାଇଁ ବଜେଟରେ ଘୋଷଣା

Related story