ଓଲଟି ପଡିଲା ବସ୍‌, ୨୭ ମୃତ

ପାଟନା: ବିହାରରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଯେଉଁଥିରେ ୨୭ ଜଣ ଲୋକଙ୍କ ପ୍ରାଣହାନି ଘଟିଛି। ଯାତ୍ରୀବାହୀ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିବାରୁ ଏଥିରେ ନିଆଁ ଲାଗି ଯାଇଥିଲା। ବିହାରରୁ ନୂଆଦିଲ୍ଲୀ ଯାଉଥିବା ବେଳେ ମୋତିହାର ଅଞ୍ଚଳରେ ଆଜି ଅପରାହ୍ନରେ ଏହି ଦୁର୍ଘଟଣା ଘଟିଛି। ବସ୍‌ରେ ୩୦ ଯାତ୍ରୀ ଯାଉଥିବା ବେଳେ ମୃତକଙ୍କ ସଂଖ୍ୟା ଆହୁରି ବଢିପାରେ ବୋଲି ଅନୁମାନ କରାଯାଉଛି।

accident

accident

Rakesh Mallick
  • Published: Thursday, 03 May 2018
  • Updated: 03 May 2018, 06:07 PM IST

Sports

Latest News

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story