ବସ୍‌ ଓ ଟ୍ରଲି ମୁହାଁମୁହିଁ ଧକ୍କା: ୧୪ ମୃତ

ଚଣ୍ଡିଗଡ଼: ପଞ୍ଚାବର ଫିରୋଜପୁର କାରିୟାଂ ପହଲବାନ୍ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ଏକ ବସ୍‌ ଓ ଟ୍ରଲି ମୁହାଁମୁହିଁ ଧକ୍କା ହେବାରୁ ୧୪ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ବହୁ ଲୋକ ଆହତ ହୋଇଥିବା କୁହାଯାଉଛି। ଆହତମାନଙ୍କୁ ସିଭିଲ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘନ କୁହୁଡ଼ି ଯୋଗୁଁ ଦୁର୍ଘଟଣା  ହୋଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ ଓ ସ୍ଥାନୀୟ ଲୋକ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଛନ୍ତି।

firozpur-road-accident

firozpur-road-accident

Rakesh Mallick
  • Published: Tuesday, 07 November 2017
  • Updated: 07 November 2017, 11:09 AM IST

Sports

Latest News

ଚଣ୍ଡିଗଡ଼: ପଞ୍ଚାବର ଫିରୋଜପୁର କାରିୟାଂ ପହଲବାନ୍ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ଏକ ବସ୍‌ ଓ ଟ୍ରଲି ମୁହାଁମୁହିଁ ଧକ୍କା ହେବାରୁ ୧୪ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ବହୁ ଲୋକ ଆହତ ହୋଇଥିବା କୁହାଯାଉଛି। ଆହତମାନଙ୍କୁ ସିଭିଲ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘନ କୁହୁଡ଼ି ଯୋଗୁଁ ଦୁର୍ଘଟଣା  ହୋଇଥିବା ଜଣାପଡ଼ିଛି।

ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ ଓ ସ୍ଥାନୀୟ ଲୋକ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story