ମୁମ୍ୱାଇ: ଆସନ୍ତାକାଲିଠୁ ମହାରାଷ୍ଟ୍ରରେ ମହା ବିକାଶ ଅଘାଡି ସରକାର। ଏହା ପୂର୍ବରୁ ରାଜ୍ୟର ବହୁଜନ ବିକାଶ ଅଘାଡ଼ି ମହା ବିକାଶ ଅଘାଡ଼ି(ଶିବସେନା-ଏନସିପି-କଂଗ୍ରେସ) ମେଣ୍ଟକୁ ସମର୍ଥନ ଦେଇଛି।
କଂଗ୍ରେସ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଚୌହ୍ୱାନ ଏ ନେଇ ସୂଚନା ଦେଇଛନ୍ତି। ଚଳିତ ବିଧାନସଭା ନିର୍ବାଚନରେ ବହୁଜନ ବିକାଶ ଅଘାଡ଼ିର ୩ ବିଧାୟକ ଜିତିଛନ୍ତି। ଏଥିସହ ୨୮୮ ବିଧାୟକଙ୍କ ମଧ୍ୟରୁ ମହା ବିକାଶ ଅଘାଡ଼ିର ବିଧାୟକ ସଂଖ୍ୟା ହୋଇଛି ୧୬୯।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ରାଜ୍ୟପାଳ ଲାଟ୍ ସାହେବ ପଦ ନୁହେଁ: ରଘୁବର
ଓଡ଼ିଶା ରାଜ୍ୟପାଳ ପଦରୁ ଅବ୍ୟାହତି ପରେ ଗତକାଲି ବିଧିବଦ୍ଧ ଭାବେ ରଘୁବର ଦାସ ପୁଣି ବିଜେପିରେ ସାମିଲ ହୋଇଛନ୍ତି।
National
ପ୍ରେମରୁ ଆରମ୍ଭ ହତ୍ୟାରେ ଶେଷ: ୬ ମାସ ହେବ ଫ୍ରିଜ୍ରେ ରଖିଥିଲା ଲିଭ୍ ଇନ୍ ପାର୍ଟନରଙ୍କ ଶବ
ସଞ୍ଜୟ ପାଟିଦାରଙ୍କ ସହିତ ପ୍ରେମିକା ପିଙ୍କି ପାଞ୍ଚ ବର୍ଷ ହେଲା ଲିଭ୍-ଇନ ସମ୍ପର୍କରେ ଥିଲେ। ସଞ୍ଜୟ ପୂର୍ବରୁ ବିବାହିତ ଥିଲା।
National
ସ୍ୱାମୀର ମୃତ୍ୟୁ ଖବର ଶୁଣି ଝୁଲି ପଡ଼ିଲେ ସ୍ତ୍ରୀ
ଶୁକ୍ରବାର ସନ୍ଧ୍ୟାରେ ଉଭୟ ବିଜୟ ଏବଂ ଶିବାନୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା।
Science & Environment
ମହାକାଶରେ ହେବ ଗ୍ରହମାନଙ୍କ ପରେଡ୍, ୧୮ରେ ଦୃଶ୍ୟମାନ
ଜାନୁଆରୀ ମାସ ସାରା ସୂର୍ଯ୍ୟାସ୍ତ ପରେ ଚାରୋଟି ଗ୍ରହ ଖାଲି ଆଖିରେ ଦେଖିହେବ। ରାତି ବଢିବା ସଙ୍ଗେ ଏହି ଗ୍ରହ ଗୁଡିକ ପୂର୍ବରୁ ପଶ୍ଚିମ ଆଜକୁ ଗତି କରି କ୍ରମାନ୍ୱୟରେ ଅସ୍ତ ହେବେ।
National
ପୁଣି ସାମ୍ବାଦିକଙ୍କୁ ଟାର୍ଗେଟ୍, ପରିବାରକୁ କୁରାଢ଼ିରେ ହାଣି ଦେଲେ
ସାମ୍ବାଦିକଙ୍କ ବାପା-ମା' ଓ ଭାଇକୁ କୁରାଢ଼ିରେ ହାଣି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି।