୨% ବଢ଼ିଲା କେନ୍ଦ୍ର ସରକାରଙ୍କ କର୍ମଚାରୀଙ୍କ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ କର୍ମଚାରୀଙ୍କୁ ଆଜି ମୋଦି ସରକାର ଖୁସି କରି ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର କ୍ୟାବିନଟ୍‌ ସରକାରୀ କର୍ମଚାରୀ ଓ ପେନ୍‌ସନ୍‌ ଭୋଗୀଙ୍କ ମହଙ୍ଗା ଭତ୍ତାକୁ ୨% ବୃଦ୍ଧି କରିଛନ୍ତି। ଏହି ବର୍ଦ୍ଧିତ ଭତ୍ତା ଜୁନ୍‌ ୧ରୁ ପିଛିଲା ଭାବେ ଲାଗୁ ହେବ। ଏହା ଦ୍ୱାରା କେନ୍ଦ୍ର ସରକାରଙ୍କ ୪୮.୪୧ ଲକ୍ଷ କର୍ମଚାରୀ ଓ ୬୨.୦୩ ଲକ୍ଷ ପେନ୍‌ସନ୍‌ ଭୋଗୀ ଉପକୃତ ହେବେ। ତେବେ ମହଙ୍ଗା ଭତ୍ତା ବୃଦ୍ଧି ଦ୍ୱାରା […]

wp

wp

Hemant Lenka
  • Published: Wednesday, 29 August 2018
  • Updated: 29 August 2018, 09:21 AM IST

Sports

Latest News

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ କର୍ମଚାରୀଙ୍କୁ ଆଜି ମୋଦି ସରକାର ଖୁସି କରି ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର କ୍ୟାବିନଟ୍‌ ସରକାରୀ କର୍ମଚାରୀ ଓ ପେନ୍‌ସନ୍‌ ଭୋଗୀଙ୍କ ମହଙ୍ଗା ଭତ୍ତାକୁ ୨% ବୃଦ୍ଧି କରିଛନ୍ତି।

ଏହି ବର୍ଦ୍ଧିତ ଭତ୍ତା ଜୁନ୍‌ ୧ରୁ ପିଛିଲା ଭାବେ ଲାଗୁ ହେବ। ଏହା ଦ୍ୱାରା କେନ୍ଦ୍ର ସରକାରଙ୍କ ୪୮.୪୧ ଲକ୍ଷ କର୍ମଚାରୀ ଓ ୬୨.୦୩ ଲକ୍ଷ ପେନ୍‌ସନ୍‌ ଭୋଗୀ ଉପକୃତ ହେବେ।

ତେବେ ମହଙ୍ଗା ଭତ୍ତା ବୃଦ୍ଧି ଦ୍ୱାରା କେନ୍ଦ୍ର ସରକାରଙ୍କ ଉପରେ ବାର୍ଷିକ ୬,୧୧୨.୦୩ କୋଟି ଟଙ୍କାର ଆର୍ଥିକ ବୋଝ ପଡ଼ିବ।  ସପ୍ତମ ବେତନ କମିଶନଙ୍କ ସୁପାରିସ୍‌ ଆଧାରରେ ଏହି ମହଙ୍ଗା ଭତ୍ତା ବୃଦ୍ଧି କରାଯାଇଥିବା ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story