ନିଯୁକ୍ତି ପାଇଁ କ୍ୟାବିନେଟ୍‌ କମିଟି ଗଠନ କଲେ ମୋଦି

ନୂଆଦିଲ୍ଲୀ: ଦେଶର ଆର୍ଥିକ ଅଭିବୃଦ୍ଧି ହ୍ରାସ ପାଉଥିବା ବେଳେ ଦିନକୁ ଦିନ ବେକାରୀ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ସମସ୍ୟାକୁ କାଉଣ୍ଟର କରି ଦେଶର ଆର୍ଥିକ ଅଭିବୃଦ୍ଧି, ନିବେଶ ଓ କର୍ମ ନିଯୁକ୍ତି ଆଦି ଅଧିକ ବେଗରେ ତ୍ୱରାନ୍ୱିତ କରିବା ପାଇଁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଟି କ୍ୟାବିନେଟ୍‌ କମିଟି ଗଠନ କରିଛନ୍ତି। ଅଭିବୃଦ୍ଧି ଓ ନିବେଶ ପାଇଁ ଗଠିତ ହୋଇଥିବା ୫ ଜଣିଆ କ୍ୟାବିନେଟ୍‌ କମିଟିରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ଅର୍ଥମନ୍ତ୍ରୀ […]

waa

waa

Hemant Lenka
  • Published: Wednesday, 05 June 2019
  • Updated: 05 June 2019, 05:50 PM IST

Sports

Latest News

ନୂଆଦିଲ୍ଲୀ: ଦେଶର ଆର୍ଥିକ ଅଭିବୃଦ୍ଧି ହ୍ରାସ ପାଉଥିବା ବେଳେ ଦିନକୁ ଦିନ ବେକାରୀ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ସମସ୍ୟାକୁ କାଉଣ୍ଟର କରି ଦେଶର ଆର୍ଥିକ ଅଭିବୃଦ୍ଧି, ନିବେଶ ଓ କର୍ମ ନିଯୁକ୍ତି ଆଦି ଅଧିକ ବେଗରେ ତ୍ୱରାନ୍ୱିତ କରିବା ପାଇଁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଟି କ୍ୟାବିନେଟ୍‌ କମିଟି ଗଠନ କରିଛନ୍ତି।
ଅଭିବୃଦ୍ଧି ଓ ନିବେଶ ପାଇଁ ଗଠିତ ହୋଇଥିବା ୫ ଜଣିଆ କ୍ୟାବିନେଟ୍‌ କମିଟିରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ଅର୍ଥମନ୍ତ୍ରୀ ନର୍ମଳା ସୀତାରମଣ, ସଡ଼କ ଓ ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀ ଏବଂ ରେଳ ମନ୍ତ୍ରୀ ପୀୟୂଷ ଗୋଏଲ ରହିଛନ୍ତି।

ସେହିପରି ଦକ୍ଷତା ବିକାଶ ଓ କର୍ମନିଯୁକ୍ତି ପାଇଁ ମୋଦି ୧୦ ଜଣିଆ କମିଟି ଗଠନ କରିଛନ୍ତି। ଏଥିରେ ଶାହ, ସୀତାରମଣ, ଗୋଏଲ, କୃଷି ମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର, ମାନବସମ୍ବଳ ମନ୍ତ୍ରୀ ରମେଶ ପୋଖରିୟାଲ ନିଶାଙ୍କ, ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଦକ୍ଷତା ବିକାଶ ମନ୍ତ୍ରୀ ମହେନ୍ଦ୍ରନାଥ ପାଣ୍ଡେ, ଶ୍ରମ ରାଷ୍ଟ୍ରମନ୍ତ୍ରୀ ସନ୍ତୋଷ କୁମାର ଗଙ୍ଗୱାର ଓ ହାଉସିଂ ଓ ସହର ବିକାଶ ରାଷ୍ଟ୍ରମନ୍ତ୍ରୀ ହରଦୀପ ସିଂହ ପୁରୀ ରହିଛନ୍ତି।

ଦେଶର ଡିଡିପି ଅଭିବୃଦ୍ଧି ହାର ହ୍ରାସ ପାଇବା ମୋଦି-୨ ସରକାରଙ୍କ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ ଦେଶର ଜିଡିପି ୫.୮% ରହିଛି। ଗତ ଆର୍ଥିକ ବର୍ଷରେ ଜିଡିପି ହାର ୭.୨% ରହିବ ବୋଲି ଆକଳନ କରାଯାଇଥିଲା। କିନ୍ତୁ ଏହା ୬.୮%ରେ ସୀମିତ ରହିଥିଲା।

ସେହିପରି ଦେଶରେ ବେକାରୀ ସମସ୍ୟା ଗତ ୫ ବର୍ଷ ମଧ୍ୟରେ ୪୫ ବର୍ଷର ରେକର୍ଡ ଭାଙ୍ଗିଥିବା ରିପୋର୍ଟ ମଧ୍ୟ ପ୍ରକାଶ ପାଇଥିଲା। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ମୋଦି ନିଜ ଅଧ୍ୟକ୍ଷରେ ଏହି ଦୁଇ କ୍ୟାବିନେଟ୍‌ କମିଟି ଗଠନ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story