ନୂଆଦିଲ୍ଲୀ: ପ୍ରବାସୀ ଶ୍ରମିକଙ୍କୁ ସହଯୋଗ ନାଁରେ ସାମାଜିକ ଦୂରତା ନିୟମକୁ ଭୁଲିଗଲେ କଂଗ୍ରେସ ନେତା। ଦିଲ୍ଲୀ ପ୍ରଦେଶ କଂଗ୍ରେସ କମିଟିର ସଭାପତି ଅନୀଲ ଚୌଧୁରୀଙ୍କ ନାମରେ ଏଭଳି ସଙ୍ଗୀନ୍ ଅଭିଯୋଗ ଆଣିଛି ଦିଲ୍ଲୀ ପୁଲିସ। ଆଜି ଦିଲ୍ଲୀ ପୁଲିସ କଂଗ୍ରେସ ନେତା ଅନୀଲଙ୍କୁ ତାଙ୍କ ବାସଭବନର ଅଟକ ରଖିଛି। ଅନୀଲ ନିଜେ ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି। ଦିଲ୍ଲୀ ପୁଲିସ ଏବେ ଅନୀଲ ଏବଂ କଂଗ୍ରେସର କିଛି କର୍ମୀଙ୍କ ବିରୋଧରେ ଆଇପିସିର ଧାରା ୧୮୮ ଅନୁଯାୟୀ ମାମଲା ରୁଜୁ କରିଛି ବୋଲି ଦିଲ୍ଲୀର ଡେପୁଟି ପୁଲିସ କମିଶନର ଜସମିତ ସିଂହ କହିଛନ୍ତି।
https://twitter.com/ANI/status/1261991570955317249
ପୁଲିସ କହିଛି ଅନୀଲ ଓ ଏବଂ ତାଙ୍କ ଦଳର କିଛି କର୍ମୀ ୧୬ ଏବଂ ୧୭ ତାରିଖରେ ଦିଲ୍ଲୀ-ଉତ୍ତର ପ୍ରଦେଶ ସୀମାରୁ ପ୍ରବାସୀ ଶ୍ରମିକଙ୍କୁ ଆଣିଛନ୍ତି। ଏହି ସମୟରେ ଖାଇବି ପିଇବାର ବ୍ୟବସ୍ଥା ମଧ୍ୟ କରିଥିଲେ ଅନୀଲ। ସାମାଜିକ ଦୂରତା ନିୟମ ପାଳନ କରାଯାଇନାହିଁ। ଏହି ଭୁଲ୍ ଆଗାମୀ ଦିନରେ ଅସୁବିଧା ସୃଷ୍ଟିକରିପାରେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମୁମ୍ବାଇ ୨୬/୧୧ ହମଲାକୁ ପୂରିଲା ୧୬ ବର୍ଷ: ଆତଙ୍କୀଙ୍କୁ କଡ଼ା ବାର୍ତ୍ତା ଦେଲେ ମୋଦି
ମୁମ୍ବାଇ ୨୬/୧୧ ହମଲାର ୧୬ ବର୍ଷ ପୂର୍ତ୍ତିରେ ଆତଙ୍କବାଦୀ ଓ ସେମାନଙ୍କ ଆକ୍କାମାନଙ୍କୁ କଡ଼ା ବାର୍ତ୍ତା ଦେଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Crime
ସର୍ଭିସ ଆପାର୍ଟମେଣ୍ଟକୁ ଏକାଠି ଯାଇଥିଲେ, ୩ ଦିନ ପରେ ମିଳିଲା ପ୍ରେମିକାଙ୍କ ମୃତଦେହ
ଆପାର୍ଟମେଣ୍ଟ ଭିତରୁ ୩ ଦିନ ପରେ ମିଳିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ। ତାଙ୍କ ପ୍ରେମିକ ସେଠାରେ ନଥିବାରୁ ସେ ହିଁ ପୂରା ଘଟଣାର କାର୍ପଟଦାର ବୋଲି ପୁଲିସ ସନ୍ଦେହ କରୁଛି।
National
ରାହୁଲ ଗାନ୍ଧିଙ୍କ ଦ୍ୱୈତ ନାଗରିକତା ପ୍ରସଙ୍ଗ: କେନ୍ଦ୍ରକୁ ଜବାବ ମାଗିଲେ କୋର୍ଟ
ଆଜିର ଏହାର ଶୁଶାଣି ବେଳେ କେନ୍ଦ୍ର ସରକାର ଘଟଣାର ଯାଞ୍ଚ କରୁଥିବା କୋର୍ଟଙ୍କୁ ଅବଗତ କରାଇଛନ୍ତି। ଏହା ଶୁଣିବା ପରେ କୋର୍ଟ କେନ୍ଦ୍ର ସରକାରଙ୍କୁ ବିସ୍ତୃତ ତଥ୍ୟ ଦେବାକୁ ୩ ସପ୍ତାହର ସମୟ ଦେଇଛନ୍ତି।
National
ରାସ୍ତାରେ ବହିଲା ରକ୍ତର ସ୍ରୋତ! ଲୋକେ ଭୟଭୀତ
ରାସ୍ତାରେ ଯେମିତି ରକ୍ତର ସ୍ରୋତ ଚାଲିଛି ବୋଲି ଆଶଙ୍କା କରି ଲୋକମାନେ ପୂରା ଆତଙ୍କିତ ହୋଇପଡ଼ିଥିଲେ।