ସିବିଆଇ ଡିଆଇଜି ଓ ତାଙ୍କ ଗର୍ଭବତୀ ପତ୍ନୀ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶର ସର୍ବୋଚ୍ଚ ତଦନ୍ତକାରୀ ସଂସ୍ଥା ସିବିଆଇକୁ ଏବେ କରୋନା ପଞ୍ଝା ମାରିଛି। ମହାମାରୀ କରୋନା ଭାଇରସରେ ସିବିଆଇ ଡିଆଇଜି ଅଖିଲେଶ ସିଂହ ଓ ତାଙ୍କ ଗର୍ଭବତୀ ପତ୍ନୀ ଆକ୍ରାନ୍ତ ହୋଇଛନ୍ତି। ଉଭୟଙ୍କର କୌଣସି ଲକ୍ଷଣ ନଥିଲା। ତଥାପି ସେମାନଙ୍କର କରୋନା ଟେଷ୍ଟ ହେବାରୁ ରିପୋର୍ଟ ପଜିଟିଭ ଆସିଛି। ଉଭୟ କରୋନାରେ ଆକ୍ରାନ୍ତ ହୋଇଥିବାରୁ ସେମାନଙ୍କୁ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେହିପରି ଡିଆଇଜି ଅଖିଲେଶ ସିଂହଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଚିହ୍ନଟ କରିବା ପ୍ରକ୍ରିୟା ଆରମ୍ଭ […]

ex

ex

Hemant Lenka
  • Published: Tuesday, 09 June 2020
  • Updated: 09 June 2020, 05:02 PM IST

Sports

Latest News

ନୂଆଦିଲ୍ଲୀ: ଦେଶର ସର୍ବୋଚ୍ଚ ତଦନ୍ତକାରୀ ସଂସ୍ଥା ସିବିଆଇକୁ ଏବେ କରୋନା ପଞ୍ଝା ମାରିଛି। ମହାମାରୀ କରୋନା ଭାଇରସରେ ସିବିଆଇ ଡିଆଇଜି ଅଖିଲେଶ ସିଂହ ଓ ତାଙ୍କ ଗର୍ଭବତୀ ପତ୍ନୀ ଆକ୍ରାନ୍ତ ହୋଇଛନ୍ତି।

ଉଭୟଙ୍କର କୌଣସି ଲକ୍ଷଣ ନଥିଲା। ତଥାପି ସେମାନଙ୍କର କରୋନା ଟେଷ୍ଟ ହେବାରୁ ରିପୋର୍ଟ ପଜିଟିଭ ଆସିଛି। ଉଭୟ କରୋନାରେ ଆକ୍ରାନ୍ତ ହୋଇଥିବାରୁ ସେମାନଙ୍କୁ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସେହିପରି ଡିଆଇଜି ଅଖିଲେଶ ସିଂହଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଚିହ୍ନଟ କରିବା ପ୍ରକ୍ରିୟା ଆରମ୍ଭ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story