ସିବିଏସଇ ବୋର୍ଡ ପରୀକ୍ଷା ତାରିଖ ଘୋଷଣା କଲେ ନିଶଙ୍କ

ନୂଆଦିଲ୍ଲୀ: ସିବିଏସଇ ବୋର୍ଡ ପରୀକ୍ଷା ତାରିଖ ଘୋଷଣା କରିଛନ୍ତି ସରକାର। କେନ୍ଦ୍ରମନ୍ତ୍ରୀ ରମେଶ ପୋଖରିଆଲ୍ ‘ନିଶଙ୍କ’ ଭିଡିଓ ବାର୍ତ୍ତା ଜରିଆରେ ତାରିଖ ଘୋଷଣା କରିଛନ୍ତି। ମାର୍ଚ୍ଚ ୧ରୁ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ ହେବ ବୋଲି ଘୋଷଣା ହୋଇଛି। ମେ ୪ରୁ ସିବିଏସ୍ଇ ବୋର୍ଡ ପରୀକ୍ଷା ଆରମ୍ଭ ହେବାକୁ ଥିବା ବେଳେ ଜୁନ୍ ୧୦ ସୁଦ୍ଧା ପରୀକ୍ଷା ଶେଷ କରିବାକୁ ଲକ୍ଷ୍ୟ ରହିଥିବା ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି। ଜୁଲାଇ ୧୫ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ ବୋଲି ନିଶଙ୍କ […]

Cbse

Cbse

Subhransu Sekhar
  • Published: Thursday, 31 December 2020
  • Updated: 31 December 2020, 07:59 PM IST

Sports

Latest News

ନୂଆଦିଲ୍ଲୀ: ସିବିଏସଇ ବୋର୍ଡ ପରୀକ୍ଷା ତାରିଖ ଘୋଷଣା କରିଛନ୍ତି ସରକାର। କେନ୍ଦ୍ରମନ୍ତ୍ରୀ ରମେଶ ପୋଖରିଆଲ୍ ‘ନିଶଙ୍କ’ ଭିଡିଓ ବାର୍ତ୍ତା ଜରିଆରେ ତାରିଖ ଘୋଷଣା କରିଛନ୍ତି। ମାର୍ଚ୍ଚ ୧ରୁ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ ହେବ ବୋଲି ଘୋଷଣା ହୋଇଛି। ମେ ୪ରୁ ସିବିଏସ୍ଇ ବୋର୍ଡ ପରୀକ୍ଷା ଆରମ୍ଭ ହେବାକୁ ଥିବା ବେଳେ ଜୁନ୍ ୧୦ ସୁଦ୍ଧା ପରୀକ୍ଷା ଶେଷ କରିବାକୁ ଲକ୍ଷ୍ୟ ରହିଥିବା ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି। ଜୁଲାଇ ୧୫ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ ବୋଲି ନିଶଙ୍କ କହିଛନ୍ତି।

https://twitter.com/ANI/status/1344625220959707136?s=20

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story